ୟୁକ୍ରେନ ସଙ୍କଟ ଟଳି ନ ଥିବା ବେଳେ ରୁଷିଆ ଏକ ଅତ୍ୟାଧୁନିକ ମିସାଇଲ ପରୀକ୍ଷା କରିଥିବା ସୂଚନା ମିଳିଛି। ଆଣବିକ କ୍ଷମତା ସମ୍ପନ୍ନ ଏହି ହାଇପରସୋନିକ କ୍ରୁଜ୍ ମିସାଇଲ ସଫଳତାର ସହିତ ଟାର୍ଗେଟକୁ ହିଟ୍ କରିଥିବା ଜଣାପଡ଼ିଛି।