ରୁଷିଆ-ୟୁକ୍ରେନ ଥମିବାର ନାଁ ଧରୁନି। ଏମିତି ସ୍ଥିତିରେ ଆଣବିକ ଅସ୍ତ୍ର ପ୍ରୟୋଗ କରିବ ବୋଲି ରୁଷ ରାଷ୍ଟ୍ରପତି ପୁଟିନ ଧମକ ଦେବା ପରେ ସ୍ଥିତି ଆହୁରି ଗମ୍ଭୀର ହୋଇଯାଇଛି। ଯଦି ଆଣିବକ ଯୁଦ୍ଧ ହୁଏ ମଣିଷ କେମିତି ଏଥିରୁ ନିଜକୁ ସୁରକ୍ଷିତ ରଖି ପାରିବ ? କ’ଣ କଲେ ଆଣବିକ ବିସ୍ଫୋରଣର ରେଡିଏସନ ପ୍ରଭାବ କମ ରହିବ ? କୁହାଯାଇଛି, ଆଣବିକ ଯୁଦ୍ଧ ସମୟରେ ଚୁଟିରେ ଆଦୌ କଣ୍ଡିସନର ଲଗାନ୍ତୁ ନାହିଁ। ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ କାହିଁକି ? ଆଣବିକ ଯୁଦ୍ଧ ସହ କଣ୍ଡିସନର କ’ଣ ସମ୍ପର୍କ ରହିଛି ?
ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଭରସିଟି ରଖିଲା ସର୍ତ୍ତ, ୟୁକ୍ରେନ୍ ଯିବାକୁ ମେଡିକାଲ ପିଲାଙ୍କୁ ବାଧ୍ୟ କରୁଛନ୍ତି ସ୍ଥାନୀୟ ୟୁନିଭର୍ସିଟି ।
ୟୁକ୍ରେନ୍ ଉପରେ ପରମାଣୁ ଆକ୍ରମଣର ଆଶଙ୍କା । ରୁଷ୍ ଲଗାତାର ଭାବରେ ୟୁକ୍ରେନ ଉପରେ ଆକ୍ରମଣ କରିଚାଲିଛି । ଏହାରି ଭିତରେ ୟୁକ୍ରେନ ଉପରେ ପରମାଣୁ ଆକ୍ରମଣ ହୋଇପାରେ ବୋଲି କୁହାଯାଉଛି, ଯାହାକୁ ନେଇ ଚିନ୍ତା ବଢିଛି ।
ସାରା ପୃଥିବୀରେ ଅନେକ ସୁନ୍ଦର ଦେଶ ରହିଛି ତା ଭିତରୁ ୟୁକ୍ରେନ୍ ଥିଲା ଗୋଟିଏ ସୁନ୍ଦର ଦେଶ। ଆଗରୁ ଯିଏ ଯାଇଛି ସେହିଁ ପାଖରୁ ଦେଖିଛି ୟୁକ୍ରେନ୍ର ସୌନ୍ଦର୍ଯ୍ୟକୁ । ହେଲେ କାହିଁଙ୍କି ୟୁକ୍ରେନ୍କୁ କୁହାଯାଏ ୟୁରୋପ୍ ମହାଦେଶର ଭୂସ୍ୱର୍ଗ ବୋଲି।
ୟୁକ୍ରେନ୍ରୁ ଫେରିଲେ ଓଡ଼ିଆ ଡାକ୍ତରୀ ଛାତ୍ରୀ । କେନ୍ଦୁଝର ଆନନ୍ଦପୁର ଉପଖଣ୍ଡ ଅଳତି ଗାଁର ଡାକ୍ତରୀ ଛାତ୍ରୀ ଶୁଭଲଷ୍ମୀ ବରାଳ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଘରେ ପହଞ୍ଚିଛନ୍ତି ।
ୟୁକ୍ରେନର ସାହସୀ ସୈନ୍ୟ। ଋଷିଆ ସୈନ୍ୟକୁ ରୋକିବା ପାଇଁ ନିଜ ସହ ବ୍ରଜ୍କୁ ବିସ୍ଫୋରଣ କରି ଉଡାଇଦେଲେ। ଆଗକୁ ବଢିପାରିଲାନି ଋଷିଆ ସୈନ୍ୟ...ଜୀବନ ଦେଇ ଲକ୍ଷଲକ୍ଷ ୟୁକ୍ରେନବାସୀଙ୍କ ବଂଚାଇଲେ ଜୀବନ, ଦେଖନ୍ତୁ ବିସ୍ଫୋରଣର ସେହି ଭୟଙ୍କର ଚିତ୍ର