ସପିଙ୍ଗ୍ ସେଣ୍ଟରରେ ଯେତେବେଳେ କ୍ଷେପଣାସ୍ତ୍ର ମାଡ଼ ହେଲା, ସେତେବେଳେ ସେଠାରେ ପ୍ରାୟ ହଜାରେରୁ ଅଧିକ ଲୋକ ଥିଲେ ବୋଲି ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଦିମିର ଜେଲେନ୍ସ୍କି କହିଛନ୍ତି। ଏହାର ବହୁ ଭୟଙ୍କର ଭିଡିଓ ମଧ୍ୟ ସୋସିଆଲ୍ ମିଡିଆରେ ଭାଇରାଲ୍ ହୋଇଛି।