ରଷିଆ-ୟୁକ୍ରେନ୍ ଯୁଦ୍ଧକୁ ବିତିଲାଣି ୩୫ ଦିନ । ତଥାପି ଏବେ ଯାଏଁ ବାହାରି ପାରିନି କୌଣସି ନିଷ୍କର୍ସ । ଗୋଟେପଟେ ୟୁକ୍ରେନ୍ରୁ ରଷିଆ ସେନା ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟପଟେ ୟୁକ୍ରେନ୍-ରଷିଆ ଉପରେ ମିଶାଇଲ୍ରେ ହମଲା କରିଛି ।
ଯୁଦ୍ଧ ଭିତରେ ସାମ୍ନାକୁ ଆସିଲା ପ୍ରେମର ବାର୍ତ୍ତା। ଏବେ ବିବାହ ବନ୍ଧନରେ ବାନ୍ଧି ହେବେ ଅନୁଭବ-ଆନ୍ନା। ଋଷିଆର ଭୟଙ୍କର ଆକ୍ରମଣରେ ବଙ୍କର ଭିତରେ ଲୁଚି ରହିଥିଲେ, ଏବେ ନୂଆଦିଲ୍ଲୀରେ ପରସ୍ପରର ହେବେ ଜୀବନସାଥୀ...ଜାଣନ୍ତୁ ବିବାହର ପୂରା ସ୍କେଡ୍ୟୁଲ ।
ୟୁକ୍ରେନକୁ ଘାରିଲାଣି ବିଷ ଭୟ। ଋଷ୍-ୟୁକ୍ରେନ ମଧ୍ୟରେ ହେବାକୁ ଥିବା ବୈଠକରେ କୌଣସି ଖାଦ୍ୟ ଗ୍ରହଣ ନକରିବାକୁ ୟୁକ୍ରେନ ପ୍ରତିନିଧିଙ୍କୁ ଜାରି ହେଲା ନିର୍ଦ୍ଦେଶ। ମନ୍ତ୍ରୀ କହିଲେ, ପୂର୍ବ ବୈଠକରେ ଖାଇଥିବାରୁ ବିଗିଡ଼ିଥିଲା ସ୍ୱାସ୍ଥ୍ୟାବସ୍ଥା ।
ଋଷିଆର ଭୟଙ୍କର ଆକ୍ରମଣକୁ ଦେଖି ଦେଶ ଛାଡ଼ି ପୋଲାଣ୍ଡ ପଳାଇଲେ ଜେଲେନସ୍କି? ଋଷିଆ ଗଣମାଧ୍ୟମ ଦେଲା ଚାଚଂଲ୍ୟକର ତଥ୍ୟ, ସେପଟେ ୟୁକ୍ରେନ ପ୍ରଧାନମନ୍ତ୍ରୀ କହିଲେ
ୟୁକ୍ରେନ ଯୁଦ୍ଧ ବନ୍ଦ ପାଇଁ ରୁଷିଆ ମାଟିରେ ମଧ୍ୟ ପ୍ରତିବାଦର ସ୍ୱର । ୟୁକ୍ରେନ ଉପରେ ତୁରନ୍ତ ଆକ୍ରମଣ ବନ୍ଦ ପାଇଁ ରୁଷିଆର ଏକ ଟିଭି ଚ୍ୟାନେଲର ସମସ୍ତ କର୍ମଚାରୀଙ୍କ ସାମୂହିକ ଇସ୍ତଫା । କାର୍ଯ୍ୟକ୍ରମ ପ୍ରସାରଣ ଚାଲୁଥିବା ବେଳେ ଲାଇଭ୍ ଇସ୍ତଫା ଦେଲେ ସମସ୍ତେ ।
ଋଷିଆ-ୟୁକ୍ରେନ ମଧ୍ୟରେ ଚାଲିଛି ଘମାଘୋଟ ମହାଯୁଦ୍ଧ। ୟୁକ୍ରେନ ଉପରେ ଜବରଦସ୍ତ ଆଟାକ୍ ପାଇଁ ମାତ୍ର ଗୋଟିଏ ଦିନରେ ପୁଟିନ୍ ଖର୍ଚ୍ଚ କରୁଛନ୍ତି ଏତିକି ଲକ୍ଷ କୋଟି ଟଙ୍କା…ଏତେ ପରିମାଣ ଟଙ୍କାରେ ପୂରା ବିଶ୍ୱ…
ଋଷିଆର ପ୍ରଚଣ୍ଡ ଆକ୍ରମଣକୁ ସାମ୍ନା କରିପାରୁନି ୟୁକ୍ରେନ। କିନ୍ତୁ ମୁଣ୍ଡ ନୁଆଁଇବାର ପ୍ରଶ୍ନ ଉଠୁନାହିଁ ବୋଲି ୟୁକ୍ରେନ ସ୍ପଷଟ କରିଛି। ଗୋଟିଏ ପଟେ ଆକ୍ରମଣର ସାମ୍ନା କରିପାରୁନି ସତ କିନ୍ତୁ ଋଷିଆକୁ କଡ଼ା ଜବାବ ଦେବାକୁ ଚେଷ୍ଟା କରୁଛି ୟୁକ୍ରେନ
ରୁଷ ଓ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ସମଗ୍ର ୟୁରୋପ ପ୍ରତି ବିପଦ ସୃଷ୍ଟି ହୋଇଛି। ଯଦି କୌଣସି ରାଷ୍ଟ୍ର ୟୁକ୍ରେନକୁ ସହାୟତା କରିବେ, ତା’ହେଲେ ସେମାନଙ୍କୁ ଏହାର ପରିଣାମ ଭୋଗିବାକୁ ପଡ଼ିବ ବୋଲି ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଧମକ ଦେଇଛନ୍ତି।
ୟୁକ୍ରେନ୍ ଏବଂ ରୁଷ ମଧ୍ୟରେ ଭୟାବହ ଯୁଦ୍ଧ ଆରମ୍ଭ ହୋଇଥିବା ବେଳେ ଆଜି ରାତିରେ ଏହି ପ୍ରସଙ୍ଗରେ ରୁଷ ରାଷ୍ଟ୍ରପତି ଭ୍ଲାଡମିରି ପୁଟିନଙ୍କ ସହ ଆଲୋଚନା କରିବେ ପ୍ରଧାନମନ୍ତ୍ରୀ ମୋଦି।
ୟୁକ୍ରେନ୍-ଋଷିଆ ଯୁଦ୍ଧ ମଧ୍ୟରେ ଭାରତୀୟଙ୍କ ସୁରକ୍ଷା ଚିନ୍ତା ଖାସ୍ କରି ୟୁକ୍ରେନ୍ରେ ରହୁଥିବା ଭାରତୀୟଙ୍କ ଲାଗି ଆଡଭାଇଜରୀ ଜାରି କରିଛି ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ। ୟୁକ୍ରେନ ସ୍ଥିତିକୁ ଅନିଶ୍ଚିତତାପୂର୍ଣ୍ଣ କହିବା ସହ ବିବ୍ରତ ନହୋଇ ସୁରକ୍ଷିତ ରହିବାକୁ କୁହାଯାଇଛି।
ୟୁକ୍ରେନ୍ରେ ଫସି ରହିଛନ୍ତି ଢେଙ୍କାନାଳ ଗୋବିନ୍ଦପୁରର ସୁପ୍ରିତ ସ୍ୱାଇଁ । ଯେ କୌଣସି ମୂହୂର୍ତ୍ତରେ ସୁପ୍ରିତ ସ୍ୱାଇଁଙ୍କୁ ଫ୍ଲାଇଟରେ ପଠାଯିବାର ବ୍ୟବସ୍ଥା କରାଯାଇପାରେ ବୋଲି ମାଆ ସଂଧ୍ୟାରାଣୀ ସ୍ୱାଇଁଙ୍କ ସହ ଆଲୋଚନା ବେଳେ ଭିଡିଓ କଲରେ କହିଛନ୍ତି ସୁପ୍ରିତ ।
ଋଷିଆ-ୟୁକ୍ରେନ ମଧ୍ୟରେ ଯୁଦ୍ଧ ଆରମ୍ଭ ହୋଇଯାଇଛି। ଯାହାକି ତୃତୀୟ ବିଶ୍ୱ ଯୁଦ୍ଧ ଆଡକୁ ଯାଉଛି ବୋଲି କୁହାଯାଉଛି।