ପୂର୍ବରୁ କନୌଜ ସିଟ୍ ପାଇଁ ତେଜ ପ୍ରତାପ ଯାଦବଙ୍କ ନାଁ ଘୋଷଣା କରାଯାଇଥିଲା । ଏବେ କିନ୍ତୁ ନିଜେ ସପା ମୁଖ୍ୟ ଅଖିଳେଶ ଯାଦବ ଏହି ସିଟରୁ ନିର୍ବାଚନ ଲଢିବେ ।
ଲୋକମାନେ ‘ଧରତୀ ପୁତ୍ର ଅମର ରହେ’ର ସ୍ଲୋଗାନ ଦେଇ ମୁଲାୟମଙ୍କୁ ଶେଷ ବିଦାୟ ଦେଇଛନ୍ତି ।
ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କର ସୋମବାର ସକାଳ ସାଢ଼େ ୮ଟାରେ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲ୍ରେ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା। ମୃତ୍ୟୁ ପରେ ତାଙ୍କ ପାର୍ଥିବ ଶରୀରକୁ ଇଟୱା ଜିଲ୍ଲା ସ୍ଥିତ ତାଙ୍କର ପୈତୃକ ଗ୍ରାମ ସୈଫାଇକୁ ନିଆଯାଇଥିଲା। ସେଠାରେ ଆଜି ହେବ ତାଙ୍କର ଶେଷକୃତ୍ୟ।
ଚାଲିଗଲେ ମୁଲାୟମ ସିଂ ଯାଦବ । ତାଙ୍କ ଦେହାନ୍ତ ପରେ ପରିବାରରେ ଶୋକର ଛାୟା।
ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ବୟସ ହୋଇଥିଲା।
ଗତ କିଛି ଦିନ ଅସୁସ୍ଥ ଥିବା ସମାଜବାଦୀ ପାର୍ଟିର ପ୍ରତିଷ୍ଠାତା ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ଅବସ୍ଥା ଗୁରୁତର ହୋଇଛି। ୮୨ ବର୍ଷୀୟ ମୁଲାୟମ ମେଦାନ୍ତ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ତେବେ ଗତକାଲି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି ।
ପାର୍ଟି ମୁଖ୍ୟ ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ନାମାଙ୍କନ ଭରିଲେ ସିବଲ
ମହଙ୍ଗା ପଡ଼ିଲା ସମାଜବାଦୀ ପାର୍ଟିର ସଭା। ଲକ୍ଷ୍ନୌରେ ସମାଜବାଦୀ ପାର୍ଟିର ମିଶ୍ରଣ ପର୍ବରେ ହଜାର ହଜାର ସଂଖ୍ୟାରେ ଲୋକଙ୍କ ଭିଡ଼ ଜମିଥିଲା।
ଉତ୍ତରପ୍ରଦେଶରେ ବହୁଜନ ସମାଜ ପାର୍ଟି(ବିଏସ୍ପି)କୁ ବଡ଼ ଝଟ୍କା। ବିଏସ୍ପିର ୬ ଜଣ ବିଧାୟକ ଓ ଜଣେ ବିଜେପି ବିଧାୟକ ଆଜି ସମାଜବାଦୀ ପାର୍ଟିରେ ସାମିଲ ହୋଇଛନ୍ତି। ଏମାନେ ଲକ୍ଷ୍ନୌ ସ୍ଥିତ ସମାଜବାଦୀ ପାର୍ଟିର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଦଳ ସଭାପତି ଅଖିଳେଶ ଯାଦବଙ୍କ ଉପସ୍ଥିତିରେ ସମାଜବାଦୀ ପାର୍ଟିରେ ସାମିଲ ହୋଇଛନ୍ତି।
ତାଲିବାନୀଙ୍କୁ ସମର୍ଥନ କରି ବୟାନ ଦେଇଥିବା ଉତ୍ତର ପ୍ରଦେଶର ସମାଜବାଦୀ ପାର୍ଟି ସାଂସଦ ଡା.ଶଫିଫୁର ରହମାନ ବର୍କଙ୍କ ବିରୋଧରେ ଦେଶଦ୍ରୋହ ମାମଲା ରୁଜୁ ହୋଇଛି।
କାନପୁରର ସମାଜବାଦୀ ପାର୍ଟି(SP) ବିଧାୟକ ଅମିତାଭ ବାଜପେୟୀଙ୍କ ବିରୋଧରେ FIR ରୁଜୁ ହୋଇଛି। NHAI(National Highways Authority of India)ର ଅଧିକାରୀଙ୍କୁ ଚାପୁଡ଼ା ମାରିଲେ ପୁରସ୍କାର ଦିଆଯିବ ବୋଲି ଅମିତାଭ ଘୋଷଣା କରିଥିବା ଅଭିଯୋଗ ହୋଇଛି।