ମାଆଙ୍କୁ ଅନ୍ତରର କଥା ଜଣାଇ ମାନସିକ ପୂରଣ ପାଇଁ ଲେଖିଛନ୍ତି ଭକ୍ତ ଜଣକ ।
ମାନସିକ ପୂରଣ ପାଇଁ ମାଆଙ୍କ ନିକଟକୁ ଚିଠି । ସମଲେଇଙ୍କ ହୁଣ୍ଡିରୁ ବାହାରିଲା ଏକାଧିକ ହାତଲେଖା ଚିଠି ।
ଶ୍ରୀମନ୍ଦିର ବ୍ୟତୀତ ପୁରୀ ସହରରେ ଅନ୍ୟ ସମସ୍ତ ଧର୍ମପୀଠ ଖୋଲିବା ଲାଗି ନିଷ୍ପତ୍ତି ନେଇଛି ପୁରୀ ଜିଲ୍ଲା ପ୍ରଶାସନ । କୋଭିଡ୍ ଗାଇଡଲାଇନ୍ ଭିତରେ ସହରର ସମସ୍ତ ମଠ, ମନ୍ଦିର ସହ ଅନ୍ୟ ଧାର୍ମିକ ଅନୁଷ୍ଠାନ ସକାଳ ୬ରୁ ରାତି ୮ଟା ପର୍ଯ୍ୟନ୍ତ ଖୋଲାଯିବ ।