ନାରୀ ନିର୍ଯାତନା ବିବାଦରେ ଫସିଥିବା ସତ୍ତ୍ୱେ ପୁଣି ଥରେ ସମୀରଙ୍କ ପାଇଁ ଭୋଟ ମାଗିବାକୁ ନେଇ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ସେହି ଭିଡିଓଟି ଲୋକଲୋଚନକୁ ଆସିବା ଆଗରୁ ଝୁଲନ୍ତା ଅବସ୍ଥାରେ ବାସଭବନରୁ ତାଙ୍କ ମୃତଦେହ ଉଦ୍ଧାର କରାଗଲା ।