ପ୍ରଥମେ ଗତ ୯ ତାରିଖରେ ଗାଡି ଅଟକାଇ ଗାଳିଗୁଲଜ କଲେ । ଏନେଇ ଗୋପ ଥାନାରେ ଏତଲା ଦେବାରୁ, ୧୧ ତାରିଖରେ ଦୀଘାଳ ଠାରେ ତାଙ୍କ ଗାଡିକୁ ଭଙ୍ଗାରୁଜା କରିବା ସହ ତାଙ୍କ ଉପରେ ଆକ୍ରମଣ ଏବଂ ଅସଦାଚରଣ କରିଥିବା ସେ ଅଭିଯୋଗ କରିଛନ୍ତି ।
ଧମେନ୍ଦ୍ର ସାହୁ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଲା ଏକ ମୋବାଇଲ ଅଡିଓ । ଆଉ ଏହି ଅଡିଓ ସଂପର୍କରେ ପ୍ରେସ୍ମିଟ୍ରେ ସୂଚନା ଦେଇଛନ୍ତି ପ୍ରଭାତି ।
କ୍ୟାପିଟାଲ୍ ହସ୍ପିଟାଲ୍ରେ ପୋଷ୍ଟମର୍ଟମ ରିପୋର୍ଟ ସ୍ପଷ୍ଟ କରିଛି ଧର୍ମେନ୍ଦ୍ର କରିଛନ୍ତି ସୁଇସାଇଡ୍ । କୁହାଯାଇଛି, ଝୁଲନ୍ତା ଅବସ୍ଥାରେ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ହୋଇଛି ।
ଦୁଇ ମୋବାଇଲରେ ଲୁଚି ରହିଛି କି ସବୁ ଗୁମର ? ମନ୍ତ୍ରୀଙ୍କ ସଂପୃକ୍ତି ନେଇ ସମୀର ଦାସଙ୍କୁ ବିରୋଧୀଙ୍କ ଟାର୍ଗେଟ ।
ଜବତ ସିସିଟିଭି ଫୁଟେଜ ସହ ଧର୍ମେନ୍ଦ୍ରଙ୍କ ୨ଟି ମୋବାଇଲକୁ ଯାଞ୍ଚ୍ ପାଇଁ ଫୋରେନ୍ସିକ୍ ଲାବକୁ ପଠାଇଛି ପୋଲିସ ।