କେବଳ ନିମାପଡ଼ା ନିର୍ବାଚନ ମଣ୍ଡଳୀରେ ବିଜେଡି ନିଯୁକ୍ତ କରିଛି ୧୬ ଜଣ ସହ ପର୍ଯ୍ୟବେକ୍ଷକ । ଆଉ ଚାନ୍ଦବାଲିରେ ବି ୮ ନେତାଙ୍କୁ ସହ ପର୍ଯ୍ୟବେକ୍ଷକ ଦାୟିତ୍ୱ ।
ବିଜେଡିକୁ ଶକ୍ତ ଧକ୍କା। ଦଳ ଛାଡିଲେ ନିମାପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସମୀର ଦାଶ। ବିଜେଡି ଛାଡ଼ି ବିଜେପିରେ ମିଶିଲେ ସମୀର ଦାଶ।
ଭିଡିଓ ବାର୍ତ୍ତାରେ ଇସ୍ତଫାର କାରଣ କହିଲେ ସମୀର ଦାଶ। ବିଜେଡି ନେତା ମୋ ଉପରେ ଆସ୍ଥା ହରାଇଥିବାରୁ ଦଳ ଛାଡ଼ିଲି।
ନିମାପଡ଼ାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ତେଜୁଛି ଅସନ୍ତୋଷ । କାହିଁକି ସମୀରଙ୍କୁ ଟିକେଟ ମିଳିଲାନି, ସେକଥା ନିମାପଡ଼ା ନିର୍ବାଚନ ମଣ୍ଡଳୀର ନିର୍ବାଚିତ ଜନ ପ୍ରତିନିଧିଙ୍କୁ କହିଛନ୍ତି ପୁରୀ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ।
ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ସ୍ପଷ୍ଟୀକରଣ ଦିଆସରିଛି ବୋଲି ମନ୍ତ୍ରୀ କହିଛନ୍ତି । ଖାଲି ସେତିକି ନୁହେଁ, ଛାତ୍ରଛାତ୍ରୀମାନେ ଚିନ୍ତିତ ହୁଅନ୍ତୁନାହିଁ । କୌଣସି ଅସୁବିଧା ହେବନି ।
ପରୀକ୍ଷା କେନ୍ଦ୍ର ଗୁଡିକୁ ଅଚାନକ ଗସ୍ତ କରିବେ ସ୍ପେଶାଲ ସ୍କ୍ୱାଡ୍
ଆଲୋ ଆଲୋ ଇଏ ନିଦ କି ବୋଲ ମାନୁଛି? ସାଧବ ପୁଅକୁ ବନ୍ଦାଇ ବନ୍ଦାଇ ଥକି ପଡିଥିଲେ ବୋଧହୁଏ...ଦେଖୁନୁରେ ନାରଣ କେମିତି ଥାଳି ଧରି ଶୋଇ ପଡିଲେ
ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁ ମୃତ୍ୟୁ ମାମଲାରେ କୁହୁଳିଲା ପ୍ରତିବାଦର ନିଆଁ । ଘଟଣାରେ ମନ୍ତ୍ରୀ ସମୀର ଦାସଙ୍କ ସଂପୃକ୍ତି ଅଭିଯୋଗ ଆଣି ରାସ୍ତାକୁ ଓହ୍ଲାଇଛି ଛାତ୍ର କଂଗ୍ରେସ ।