କାହିଁକି ପୂର୍ବତନ ମନ୍ତ୍ରୀ ସମୀର ଦେ ରାଜନୀତିରେ ଚଢି ଚାଲିଥିଲେ ସଫଳତାର ଶିଡି । ବିରୋଧୀଙ୍କୁ କେମିତି ଦେଉଥିଲେ ମାତ୍ । ଏଇ ବିଶେଷ ଗୁଣ ପାଇଁ ସେ ହୋଇଯାଇଥିଲେ ଅଜାତଶତ୍ରୁ ।
ଆଉ ନାହାନ୍ତି ସମୀର ଦେ । ୬୭ ବର୍ଷରେ କଟକର ଏକ ଘରୋଇ ହସ୍ପିଟାଲରେ ଦେହାନ୍ତ ହୋଇଛି ।
କଟକ ସହରରୁ ଲଗାତର ତିନି ଥର ନିର୍ବାଚିତ ହୋଇଥିଲେ ସମୀର । ୧୯୯୫ ମସିହାରେ ସେ ପ୍ରଥମ ଥର ପାଇଁ ବିଧାୟକ ହୋଇଥିଲେ । ଏହାପରେ ୨୦୦୦ ଓ ୨୦୦୪ରେ ମଧ୍ୟ ସେ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।
ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ ପଦରୁ ବବି ଦାସ ଇସ୍ତଫା ଦେବା ଉଚିତ୍ । ଯେମିତି ଦେବାଶିଷ ସାମନ୍ତରାୟ ସ୍ୱେଚ୍ଛାକୃତ ଇସ୍ତଫା ଦେଲେ ସେହିପରି ବବି ଦାସ ମଧ୍ୟ ଇସ୍ତଫା ଦେଇଦେବା ଉଚିତ୍ ।
ଦୀର୍ଘ ବର୍ଷ ଧରି ‘ଫାଓ’ ସଭାପତି ଥିବା ବିଜେଡି ସାଂସଦ ଦେବାଶିଷ ସାମନ୍ତରାୟଙ୍କ ସ୍ଥାନରେ ସଭାପତି ହୋଇଛନ୍ତି ସମୀର ।