• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sand Mafia

Sand Mafia
ବାଲିମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗାଡ଼ି ଚଢ଼ାଇ ମାରିଦେବାକୁ ଉଦ୍ୟମ !

ଜିଲ୍ଲା ଖଣି ଅଧିକାରୀଙ୍କୁ ଧକ୍କା ଦେବା ପରେ ଡ୍ରାଇଭର ଖସି ପଳେଇ ଯାଉଥିବା ବେଳେ ଗାଡ଼ିକୁ ଜବତ କରାଯାଇଛି।

Sand
ହାଇକୋର୍ଟ ଛାଟକୁ ନାହିଁ ସରକାରଙ୍କ ଡର! ବାଲି ରେଟ୍‌ରେ ହାତ ମାରିପାରୁନି ଜନତା, ମାଫିଆ ମାଲେମାଲ

ରାଜ୍ୟରେ ବାଲିକୁ ନେଇ ବିଚିତ୍ର ସ୍ଥିତି । ଗୋଟିଏ ପଟେ ମେସିନ୍ ଦ୍ୱାରା ବାଲିଉଠାଣ ଉପରେ ହାଇକୋର୍ଟଙ୍କ ରୋକ୍ ଲାଗିଛି, କିନ୍ତୁ ନିର୍ଦ୍ଦେଶ ପାଳନ ପାଇଁ ଥିବା ବ୍ୟବସ୍ଥାର ନିଷ୍କ୍ରିୟତା ପାଇଁ କିଛି ସ୍ଥାନରେ ବେଧଡ଼କ କାରବାର ବି ଚାଲିଛି ।

Sand Mafia
ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଚାଲିଛି ବାଲି ଉଠାଣ

ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ।

Sand Mafia
ହାଇକୋର୍ଟଙ୍କ ରହିତାଦେଶ ସତ୍ତ୍ୱେ ଚାଲିଛି ବାଲି ଉଠାଣ, ମେସିନ୍ ଲଗାଇ ବାଲି ବହୁଛନ୍ତି ମାଫିଆ

ନା ରାଜ୍ୟ ସରକାରଙ୍କ ଚେତା ପଶୁଛି ନା ବାଲି ମାଫିଆ ସତର୍କ ହେଉଛନ୍ତି। ୪ ବର୍ଷରେ ୨୪୩ କୋଟିର ଦୁର୍ନୀତି ଅଭିଯୋଗ ସହ ବେଆଇନ୍ ବାଲି ଉଠାଣ ମାମଲାରେ ହାଇକୋର୍ଟଙ୍କ ଛାଟ ପରେ ବି ଭାଙ୍ଗୁନି କାହାରି ନିଦ।

Orissa HC
ରାଜ୍ୟ ସରକାରଙ୍କୁ ହାଇକୋର୍ଟଙ୍କ ପୁଣି ବାଲି ଛାଟ

ହାଇକୋର୍ଟ ଛାଟ ସତ୍ତ୍ୱେ ବାଲି ଉଠେଇବାକୁ ଫନ୍ଦିଫିକର କରୁଥିଲେ ରାଜ୍ୟ ସରକାର। ରୋକ୍ ଲଗେଇଦେଲେ ଅଦାଲତ। ତା’ସହ ରହିତାଦେଶ ସତ୍ତ୍ୱେ ଗଳାବାଟ ଦେଇ ବାଲି ଉଠାଣ ପାଇଁ ଗତ ୨୧ ତାରିଖରେ ଖଣିବିଭାଗ ଯେଉଁ ବିଜ୍ଞପ୍ତି କରିଥିଲା, ତା’ଉପରେ ବି ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି।

Sand Smuggling
ଗଞ୍ଜାମରେ ସକ୍ରିୟ ବାଲି ମାଫିଆ, ନକଲି କାଗଜ ପତ୍ରରେ ରାଜ୍ୟ ବାହାରକୁ ଚୋରାଚାଲାଣ

ବାଲି ଚୋରା ଚାଲାଣ ଯୋଗୁଁ କୋଟି କୋଟି ଟଙ୍କାର ରାଜସ୍ୱ ହରାଉଛନ୍ତି ସରକାର, ଆଉ ମାଲାମାଲ୍ ହେଉଛନ୍ତି ମାଫିଆ। ଏଭଳି ସ୍ଥିତିରେ ସାଧାରଣ ଲୋକେ ମଧ୍ୟ ଏଥିଯୋଗୁଁ ପ୍ରଭାବିତ ହେଉଛନ୍ତି।

sand mafia
ବାଲି ମାଫିଆଙ୍କ ଦାଦାଗିରି, RIଙ୍କୁ ମାଡ଼ ମାରିବା ସହ ଜାଳିଦେଲେ ମୋବାଇଲ

ସାଲେଭଟା ମୁରଶୁଣ୍ଡ ଗାଁ ଅଙ୍ଗ ନଦୀରେ ବାଲି ମାଫିଆଙ୍କ ଗୁଣ୍ଡାରାଜ । ବଲାଙ୍ଗିରରେ RIଙ୍କୁ ମାଡ଼ ମାରିବା ସହ ମୋବାଇଲ ଜାଳିଦେଲେ ବାଲି ମାଫିଆ । ଡୁଙ୍ଗୁରିପାଲି ହସ୍ପିଟାଲରେ RI, ଏତଲା ଦେଲେ ତହସିଲଦାର ।

Balasore Sub Collector
ଦବଙ୍ଗ ସବ୍‌-କଲେକ୍ଚରଙ୍କୁ ଦେଖିଲେ ଡର ଲାଗୁଛି...ବେଆଇନ କାମକୁ ରୋକିବାକୁ ଜୀବନକୁ ଲଗାଉଛନ୍ତି ବାଜି

ବାଲେଶ୍ୱର ଉପଜିଲ୍ଲାପାଳ କୁନାଲ ମୋତିରାମ ଚୌହାନଙ୍କୁ ନେଇ ଏବେ ସବୁଠି ଚର୍ଚ୍ଚା। ବାଲିମାଫିଆମାନଙ୍କ ଆକ୍ରମଣକୁ ଡରି ନଯାଇ ଦହପଡ଼ାରେ ଥିବା ଏକ ବେଆଇନ୍‌ ଇଟାଭାଟି ଉପରେ ଅତର୍କିତ ଚଢ଼ଉ କରିଥିଲେ କୁନାଲ। ପୂରା ତୟାରି ସହ ପୁଲିସ ଫୋର୍ସଙ୍କ ଉପସ୍ଥିତିରେ ପ୍ରଶାସନ ଇଟାଭାଟିକୁ ଭାଙ୍ଗି ଗୁଣ୍ଡ କରିଦେଇଥିଲା। 

Balasore
ବାଲେଶ୍ୱରରେ ବାଲି ମାଫିଆଙ୍କ ଉତ୍ପାତ

ବାଲେଶ୍ୱରରେ ବାଲି ମାଫିଆଙ୍କ ଉତ୍ପାତ। ଚଢଉ କରିବାକୁ ଯାଇଥିବା ଉପଜିଲ୍ଲାପାଳ ଓ ତାଙ୍କ ସୁରକ୍ଷା କର୍ମୀଙ୍କ ଉପରେ ହୋଇଛି ମରଣାନ୍ତକ ଆକ୍ରମଣ କରାଯାଇଛି। ଆକ୍ରମଣରେ ସୁରକ୍ଷା କର୍ମୀଙ୍କ ମୁଣ୍ଡ ଫାଟିଛି।

Sand Mafia
ମାଲେମାଲ ବାଲି ମାଫିଆ ! ଓଡ଼ିଶା ବାଲିକୁ ନେଇ ବଙ୍ଗରେ କରୁଛନ୍ତି ବିକ୍ରି

ଯୁଆଡେ ଦେଖିବେ, ଯେତେ ଦୂର ଯାଏଁ ଦେଖିବେ । କେବଳ ବାଲି ଲୋଡ୍‌ ହେଉଥିବ । ଆଉ ଟ୍ରକ୍‌ ଓ ଟ୍ରାକ୍ଚରରେ ବୋହି ନିଆଯାଉଥିବ । କିଏ ନେଉଛି, କେତେ ନେଉଛି ତାହାର ହିସାବ ନାହିଁ । ହେଲେ ଦିନ ଦ୍ୱିପ୍ରହରେ ଚୋରାଚାଲାଣ ହେଉଛି ବାଲି ଆଉ ମାଲେ ମାଲ ହେଉଛନ୍ତି ବାଲି ମାଫିଆ ।

NGT
ବେଆଇନ୍ ବାଲି ଖନନକୁ ନେଇ NGTର ଛାଟ ! ଲାଗିଲା ୩୬ କୋଟିର ଫାଇନ୍

ଲିଜ୍ ଧାରୀଙ୍କ ଉପରେ ୩୬ କୋଟିର ଫାଇନ୍ ଲଗାଇଛନ୍ତି ।

Illegal Sand Mining In Mayurbhanj- Tehesildar Goes 'Underground' After NGT's Action
ବେଆଇନ ବାଲି ଚୋରା ଚାଲାଣ ମାମଲାରେ ତହସିଲଦାର ନିଲମ୍ୱିତ

ବେଆଇନ ବାଲି ଚୋରା ଚାଲାଣ ମାମଲାରେ ନିଲମ୍ୱିତ ହେଲେ ମୟୁରଭଞ୍ଜ ଜିଲ୍ଲା ବଡ଼ସାହି ହସିଲଦାର ମମତାଜ୍ ମହାରଣା । ହେଲେ କୁଆଡେ ଗଲେ ସେ ବର୍ତ୍ତମାନ ସୁଦ୍ଧା କୌଣସି ପତ୍ତା ମିଳୁନାହିଁ ।

Sand Mafia
ରାଜସ୍ୱ ମନ୍ତ୍ରୀଙ୍କ ଜିଲ୍ଲାରେ ଚାଲିଛି ବାଲି ଚୋରାଚାଲାଣର ସାହାଣମେଲା

ରାଜସ୍ୱ ମନ୍ତ୍ରୀଙ୍କ ଜିଲ୍ଲାରେ ଚାଲିଛି ବାଲି ଚୋରାଚାଲାଣର ସାହାଣମେଲା । ପ୍ରଶାସନ ଓ ବାଲି ମାଫିଆଙ୍କ ମଧୁଚନ୍ଦ୍ରିକାରେ ଲୁଟ୍ ହେଉଛି ବୁଢ଼ାବଳଙ୍ଗ ନଦୀର ବାଲି । ଆଇନ ଓ ସରକାରୀ ବ୍ୟବସ୍ଥା ଆଖିରେ ଅଙ୍ଗୁଳି ଗେଞ୍ଜି ମାଫିଆ ଖୋଳ କରିବାରେ ଲାଗିଛନ୍ତି ଚୀରସ୍ରୋତା ନଦୀକୁ ।

Sand Mafia
ବାଲି ମାଫିଆଙ୍କ ସହ ତହସିଲଦାରଙ୍କ ମଧୁଚନ୍ଦ୍ରିକା, କାରନାମା ପଦାରେ ପଡ଼ିବା ପରେ ଉଭାନ୍‌

ପଡ଼ିଲା ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲର ଛାଟ, ଫିଟିଲା ଖୋଦ୍ ରାଜସ୍ୱ ମନ୍ତ୍ରୀଙ୍କ ଜିଲ୍ଲାରେ ଚାଲିଥିବା ବାଲି ଚୋରାଚାଲାଣର ରହସ୍ୟ । ବନ୍ଧାହେଲେ ବହୁଚର୍ଚ୍ଚିତ ବାଲିଖାଦାନ ଲିଜ୍‌ଧାରୀ ପ୍ରଦୀପ ବିନ୍ଧାଣି ।

Sand Mafia And Villagers Face Off In Jaleswar
ଗ୍ରାମବାସୀ- ବାଲି ମାଫିଆ ମୁହାଁମୁହିଁ

ଗ୍ରାମବାସୀ- ବାଲି ମାଫିଆ ମୁହାଁମୁହିଁ। ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ତହସିଲ ଅନ୍ତର୍ଗତ ଦକ୍ଷିଣ ପ୍ରହରାଜପୁରରେ ଗ୍ରାମବାସୀ ଓ ବାଲି ମାଫିଆ ମୁହାଁମୁହିଁ ହୋଇଛନ୍ତି। ବାଲି ଚୋରା ଚାଲାଣ ବେଳେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି।

Sand Mafia Tries To Mow Down Dasrathpur Tehsildar
ରାଗରେ ତହସିଲଦାରଙ୍କ ଉପରେ ଟ୍ରାକ୍ଟର ମଡ଼ାଇ ଦେଇଥାନ୍ତେ, ହଠାତ୍‌...

ଗାଡ଼ି ମଡ଼ାଇ ତହସିଲଦାରଙ୍କୁ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଯାଜପୁର ଜିଲ୍ଲା ଦଶରଥପୁର ତହସିଲଦାର ଅବିନାଶ ବିଶ୍ୱଜିତ ସେଠୀଙ୍କୁ ଗାଡ଼ି ମଡ଼ାଇ ବାଲି ମାଫିଆ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। 

Smuggling Sand
କୋଣାର୍କରେ ବାଲି ମାଫିଆଙ୍କ ଦୌରାତ୍ମ୍ୟ

ବିଶ୍ୱ ଐତିହ୍ୟ ପର୍ଯ୍ୟଟନ ସ୍ଥଳ କୋଣାର୍କରେ ବାଲି ମାଫିଆଙ୍କ ଦୌରାତ୍ମ୍ୟ । ରାତି ହେଲେ ଚାଲୁଛି ଶହ ଶହ ଟ୍ରକ୍ ବାଲି ଚୋରା ଚାଲାଣ । ସରକାରୀ ବାବୁ ଓ ମାଫିଆଙ୍କ ମଧୁଚନ୍ଦ୍ରିକାରେ ଲୁଟ୍ ଚାଲିଥିବା ଅଭିଯୋଗ ସ୍ଥାନୀୟ ବାସିନ୍ଦା କରିଛନ୍ତି ।

Smuggling Sand
କିଟିମିଟି ଅନ୍ଧାର ଭିତରେ କୋଟି କୋଟିରେ ଖେଳ

ବେଳାଭୂମିରେ ବାଲି ମାଫିଆଙ୍କ ରାଜ୍। ରାତି ହେଲେ ବେଧଡ଼କ ଚାଲୁଛି ଚୋରା ଚାଲାଣ। କିଟିମିଟି ଅନ୍ଧାର ଭିତରେ ଚାଲିଛି କୋଟି କୋଟିରେ ଖେଳ।