• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sanitary Napkins

Sanitary Napkins
କଦଳୀ ପାଟୁକାରୁ ସାନିଟାରି ପ୍ୟାଡ୍, କରିହେବ ପୁନଃ ବ୍ୟବହାର

କଦଳୀ ପାଟୁକାରୁ ସାନିଟାରି ପ୍ୟାଡ୍ । ମାତା ଅମୃତାନନ୍ଦମୟୀ ମଠ ପକ୍ଷରୁ 'ସୌଖ୍ୟମ' ଅଭିଯାନରେ ତିଆରି। ଖୁବଶୀଘ୍ର ଓଡ଼ିଶାରେ ବି ତିଆରି ହେବ ଶସ୍ତା ଓ ପୁନଃ ବ୍ୟବହାର ଯୋଗ୍ୟ ପ୍ୟାଡ୍

Sanitary Napkins
କଦଳୀ ପାଟୁକାରୁ ସାନିଟାରି ପ୍ୟାଡ୍; ବ୍ୟବହାର କଲେ..

କଦଳୀ ପାଟୁକା ବା କଦଳୀ ଗଛର ତନ୍ତୁରୁ ତିଆରି ହୋଇଛି ସାନିଟାରି ପ୍ୟାଡ୍। ତା’ପୁଣି ରି-ୟୁଜେବଲ, ଅର୍ଥାତ୍ ଏକାଧିକ ଥର ବ୍ୟବହାର କରିହେବ। ଅତିକମରେ ୩ରୁ ୪ ବର୍ଷ ଯାଏଁ ବ୍ୟବହାର କରିହେବ ଏସବୁ ପ୍ୟାଡ୍।

No KHUSI For Odisha Girls, Sanitary Napkins Unable To Reach Beneficiaries
କାହିଁକି ବାଟବଣା ହେଉଛି ଖୁସି ଯୋଜନା ?

ରାଜ୍ୟର ଷଷ୍ଠ ଶ୍ରେଣୀରୁ ମହାବିଦ୍ୟାଳୟ ସ୍ତରର ଛାତ୍ରୀଙ୍କୁ ଯୋଗାଇ ଦିଆଯିବ ମାଗଣା ସାନିଟାରୀ ନାପକିନ୍ । ଏଥିପାଇଁ ରାଜ୍ୟ ସରକାର ଆରମ୍ଭ କରିଥିଲେ ଖୁସି ଯୋଜନା । ହେଲେ ଏବେ ବାଟବଣା ହୋଇଛି ସରକାରଙ୍କ ଖୁସି ଯୋଜନା । ଦେଖନ୍ତୁ ଏହି ରିପୋର୍ଟ ।

khus
ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ଖୁସି’ରେ ପାତରଅନ୍ତର ଅଭିଯୋଗ

ଭୁବନେଶ୍ୱର : ସ୍କୁଲ୍ ଛାତ୍ରୀଙ୍କୁ ମାଗଣାରେ ସାନିଟାରୀ ନାପ୍‌କିନ୍‌ ଯୋଗାଣ ପାଇଁ ରାଜ୍ୟ ସରକାରଙ୍କ ନୂଆ ଯୋଜନା ‘ଖୁସି’ରେ ପାତରଅନ୍ତର ଅଭିଯୋଗ। ରାଜ୍ୟର କେବଳ ଅନୁଦାନ ପ୍ରାପ୍ତ ସ୍କୁଲରେ ଷଷ୍ଠରୁ ଦ୍ୱାଦଶ ଶ୍ରେଣୀର ଛାତ୍ରୀଙ୍କୁ ନାପ୍‌କିନ୍‌ ଯୋଗାଇ ଦିଆଯିବ ବୋଲି ଆଜି ବିଧାନସଭା ପ୍ରଶ୍ନକାଳରେ କହିଥିଲେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା। ତେବେ ଏହାକୁ ନେଇ ପ୍ରଶ୍ନ ଉଠାଇଥିଲେ କଂଗ୍ରେସ ବିଧାୟକ ଭୁଜବଳ ମାଝୀ। ରାଜ୍ୟରେ ପ୍ରାୟ ୨ଲକ୍ଷ ୬୭ ହଜାର ୪ଶହ ଛାତ୍ରୀ ଅଣଅନୁଦାନ ପାପ୍ତ ସ୍କୁଲରେ […]