• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Saraswati Puja 2021

maa saraswati
ଜାଣନ୍ତୁ ସରସ୍ୱତୀ ପୂଜା ଦିନ କ’ଣ କରିବା ଉଚିତ୍‌ ଓ ଅନୁଚିତ୍

ଆଜି ବିଦ୍ୟାଦାତ୍ରୀ ମା’ ସରସ୍ୱତୀଙ୍କ ପୂଜା। ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ବିଦ୍ୟା ଓ ବୁଦ୍ଧିର ଦେବୀ ମା’ସରସ୍ୱତୀଙ୍କ ଉପାସନା କରାଯାଏ। ଏହି ଉପାସନା ପର୍ବକୁ ଅନେକ ସ୍ଥାନରେ ବସନ୍ତ ପଞ୍ଚମୀ ମଧ୍ୟ କୁହାଯାଏ। କୁହାଯାଏ, ମା’ ବାଗ୍‌ଦେବୀଙ୍କୁ ପୂଜା କଲେ ବିଦ୍ୟା ଓ ବୁଦ୍ଧି ଲାଭ ହୁଏ। ହିନ୍ଦୁ ଧର୍ମ ଅନୁସାରେ, ବସନ୍ତ ପଞ୍ଚମୀର ବହୁତ ମହତ୍ୱ ଅଛି। ଶାସ୍ତ୍ର ଅନୁସାରେ, ବସନ୍ତ ପଞ୍ଚମୀ ଦିନ ମା’ ସରସ୍ୱତୀ ଜନ୍ମଗ୍ରହଣ କରିଥିଲେ। ବସନ୍ତ ପଞ୍ଚମୀର […]

basanta-panchami
ଜାଣନ୍ତି ମା’ ସରସ୍ୱତୀ କିଏ ? କ’ଣ ତାଙ୍କର ପରିଚୟ ?

ଆଜି ସରସ୍ୱତୀ ପୂଜା। କୋଭିଡ କଟକଣା ଭିତରେ ସରସ୍ୱତୀ ପୂଜାର ଉତ୍ସାହ କମି ଯାଇଥିଲେ ହେଁ ଶିକ୍ଷାନୁଷ୍ଠାନମାନଙ୍କରେ ଯଥାବିଧି ପୂଜା ଅନୁଷ୍ଠିତ ହେଉଛି। ତେବେ ଏଠାରେ ପ୍ରଶ୍ନ ଉଠେ, ମାତା ସରସ୍ୱତୀ କିଏ ? କ’ଣ ତାଙ୍କର ପରିଚୟ ? କେମିତି ହେଲା ତାଙ୍କର ଆବିର୍ଭାବ ? ଆସନ୍ତୁ ଜାଣିବା, ମା’ ବାଗ୍‌ଦେବୀଙ୍କ ବିଷୟରେ ପୌରାଣକ ବ୍ୟାଖ୍ୟା। ବ୍ରହ୍ମାଙ୍କ ପତ୍ନୀଙ୍କ ନାମ ସାବିତ୍ରୀ ଦେବୀ ଅଟେ। ବ୍ରହ୍ମା ଅନ୍ୟ ଜଣେ ଦେବୀଙ୍କୁ ବିବାହ କରିଥିଲେ। ତାଙ୍କ ନାମ […]

maa saraswati
କେମିତି ଆବିର୍ଭାବ ହେଲେ ବାଗ୍‌ ଦେବୀ ମା’ ସରସ୍ୱତୀ ?

ଭୁବନେଶ୍ୱର: ଆଜି ଶ୍ରୀପଞ୍ଚମୀ। ବିଦ୍ୟାଦେତ୍ରୀ ମା’ ସରସ୍ୱତୀଙ୍କ ଆରାଧନାର ଦିବସ।  ବସନ୍ତ ପଞ୍ଚମୀ ବା ସରସ୍ୱତୀ ପୂଜା ହିନ୍ଦୁ ଧର୍ମରେ ଏକ ସ୍ୱତନ୍ତ୍ର ମହତ୍ୱ ରଖେ। ଏହି ସ୍ୱତନ୍ତ୍ର ଦିନରେ ବିଦ୍ୟା ଦେବୀ ମା’ ସରସ୍ୱତୀ ପୂଜା, ଆରାଧନା କରାଯାଇଥାଏ। ପ୍ରତିବର୍ଷ ମାଘମାସ ଶୁକ୍ଳପକ୍ଷ ପଞ୍ଚମୀ ତିଥିରେ ଏହି ପୂଜା କରାଯାଇଥାଏ। କାହିଁକି ମା’ ସରସ୍ୱତୀଙ୍କ ପୂଜା କରାଯାଏ ? କିଏ ଏହି ପୂଜା ପ୍ରଥମେ କରିଥିଲେ ଓ କାହିଁକି କରିଥିଲେ ଏହାକୁ ନେଇ ଅନେକ କାହାଣୀ […]