ସ୍ୟାଟ୍ ଉଚ୍ଛେଦ ନେଇ ଗତ ୨୦୧୯ରେ ବିଜ୍ଞପ୍ତି ଜାରି କରିଥିଲା କେନ୍ଦ୍ର ।
୨୦୦୬ ଓଡ଼ିଶା ପ୍ରଶାସନିକ ସେବା ନିଯୁକ୍ତି ବିବାଦ ମାମଲାରେ ୩୭୮ ଜଣ OAS ଅଫିସରଙ୍କୁ ଆଶ୍ୱସ୍ତି ମିଳିଛି। ଅଫିସରଙ୍କ ନିଯୁକ୍ତି ନେଇ ରାଜ୍ୟ ପ୍ରାଶାସନିକ ଟ୍ରିବ୍ୟୁନାଲ୍ଙ୍କ ନିର୍ଦ୍ଦେଶକୁ ଓଡ଼ିଶା ହାଇକୋର୍ଟ ରଦ୍ଦ କରଛନ୍ତି।