Yono App ଲଗ୍ଇନ୍ କିମ୍ବା ଏଟିଏମ୍ ନଯାଇ ମଧ୍ୟ SBI ଗ୍ରାହକ ମିନି ଷ୍ଟେଟମେଣ୍ଟ୍ ସମ୍ପର୍କରେ ତଥ୍ୟ ପାଇପାରିବେ। ମିନି ଷ୍ଟେଟମେଣ୍ଟରେ ବ୍ୟାଙ୍କ ପକ୍ଷରୁ ଶେଷ ୫ ଟ୍ରାଞ୍ଜାକ୍ସନ୍(ନେଣଦେଣ)ଆପଣଙ୍କୁ ମିଳିପାରିବ।