• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Scam

Omfed
ବହୁଚର୍ଚ୍ଚିତ ଓମ୍‌ଫେଡ୍‌ ଦୁର୍ନୀତିର ତଦନ୍ତ କରିବ କ୍ରାଇମ୍‌ବ୍ରାଞ୍ଚ

ଫେବୃଆରୀ ୨୦୧୯ରେ ବିଭାଗ ଦ୍ୱାରା ହୋଇଥିବା ଏକ ସ୍ୱତନ୍ତ୍ର ଅଡିଟ୍‌ରେ ଧରା ପଡିଥିଲା ଏହି ଦୁର୍ନୀତି

Prasad
ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକ ପ୍ରସାଦଙ୍କୁ ଗିରଫ

ଆନ୍ଧ୍ର ପ୍ରଦେଶର ପୂର୍ବତନ ବିଧାୟକଙ୍କ ଗିରଫ ମାମଲା। ଲୋକଙ୍କୁ ମିଛ କହି ଟଙ୍କା ଠକେଇ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ୱେଲଫେୟାର ଗ୍ରୁପ୍ ଅଫ୍ କମ୍ପାନୀ ନା ରେ ୧୨୦୦ କୋଟି ଟଙ୍କାର ଠକେଇ କରିବାର ଅଭିଯୋଗ ରହିଛି।

Pradhan Mantri Awas Yojana
ଯେତେ ଖୋଳିଲେ ସେତେ ବାହାରୁଛି, କେତେ ବାଟ ଲମ୍ବିଛି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଦୁର୍ନୀତିର ଚେର?

ଥିଲା ବାଲାଙ୍କୁ ସରକାରୀ ଘର, ନଥିଲା ବାଲାଙ୍କୁ ପର। ଏବେ ଯାହାକୁ ନେଇ ଅସନ୍ତୋଷ ମଧ୍ୟ ବଢିବାରେ ଲାଗିଛି। ଭଦ୍ରକ ଜିଲ୍ଲା ତିହିଡି ବ୍ଲକ ଅଫିସରେ କୁବେରା ପଞ୍ଚାୟତରେ ହୋଇଥିବା ପ୍ରଧାନମନ୍ତ୍ରୀ ଆବାସ କେଳେଙ୍କାରୀକୁ ନେଇ ବିଜେପି କର୍ମୀ ଓ ଯୋଜନାରୁ ବଞ୍ଚିତ ଯୋଗ୍ୟ ହିତାଧିକାରୀ ଯାହା କରିଛନ୍ତି ତାହା ଏବେ ସମସ୍ତେ ଦେଖିଲେ

vlcsnap-2021-06-27-10h47m45s639
ମନରେଗା ଯୋଜନାରେ ମହାଦୁର୍ନୀତି, ପୋଖରୀ ନାହିଁ କି ଟଙ୍କା ନାହିଁ..

ନବରଙ୍ଗପୁର: ମନରେଗା ଯୋଜନାରେ ମହାଦୁର୍ନୀତି । ପୋଖରୀ ଖୋଳା ନାଁରେ ବଡ଼ ଚଞ୍ଚକତା । ହଡ଼ପ ହୋଇଛି ଲକ୍ଷାଧିକ ଟଙ୍କା । ଏଭଳି ସାଂଘାତିକ ଅଭିଯୋଗ ଆସିଛି ନବରଙ୍ଗପୁର ଜିଲ୍ଲାର ବନ ଅଧିକାରୀଙ୍କ ବିରୋଧରେ । ଡାବୁଗାଁ ବନାଞ୍ଚଳ ଅଧୀନ ବଡ଼ପାଞ୍ଜିରିଗୁଡ଼ା…