ପ୍ରାଥମିକ ବିଦ୍ୟାଳୟ ଅଛି କିନ୍ଚୁ ଶ୍ରେଣୀ ଗୃହ ନାହିଁ.. ରାଜ୍ୟରେ ଏମିତି ଚାଲିଛି ପାଠ ପଢା
ବିଦ୍ୟାଳୟର ନାଁ ହେଉଛି ଗୋପାଳପୁର ମୁଖକେଶୀ ବିଦ୍ୟାଳୟ। । ଦେଶ ସ୍ୱାଧୀନ ହେବା ପୂର୍ବରୁ ଏଠାରେ ଏହି ବିଦ୍ୟାଳୟ ରହିଛି । ସେବେଠାରୁ ଏଠାରେ ରବିବାର ଦିନ ସ୍କୁଲ ଖୋଲା ରହୁଥିବା ବେଳେ ସପ୍ତାହର ପ୍ରତ୍ୟେକ ସୋମବାର ଏଠାରେ ସ୍କୁଲ ବନ୍ଦ ରହିଆସୁଛି ।
ଏଭଳି ଗୁରୁତର ଅଭିଯୋଗ ଆସିଛି ଖୋର୍ଦ୍ଧା ପାଇକ ତିଗିରିଆ ସରକାରୀ ଉଚ୍ଚ ବିଦ୍ୟାଳୟ ବିରୋଧରେ ।
ପ୍ରଧାନ ଶିକ୍ଷୟତ୍ରୀ ବିଦ୍ୟାଳୟରେ କରିଛନ୍ତି କିଚେନ୍ ଗର୍ଡେନ ଠାରୁ ଆରମ୍ଭ କରି ଅନେକ କିଛି... ଦେଖିଲେ ଆପଣଙ୍କ ଆଖି ଲାଗିଯିବ
ଉପଜିଲ୍ଲପାଳଙ୍କୁ ଅବଗତ କରାଯିବା ପରେ ଖୁବ୍ଶୀଘ୍ର ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି ।
ହକି ବିଶ୍ୱକପ ଉଦଘାଟନୀ ଉତ୍ସବ ପାଇଁ ବନ୍ଦ ରହିବ
କେବଳ ରାନ୍ଧୁଣୀ ନୁହେଁ, ବିଭିନ୍ନ ସମୟରେ ଜଣେ ସାର ଆସି ବି ମାଡ଼ ମାରୁଛନ୍ତି ।
ଯେଉଁ ସ୍କୁଲର ଭୂଗୋଳ ଭାଙ୍ଗିଯାଇଛି ସେଠି ପିଲାଏ ପାଠ ପଢ଼ି ଭବିଷ୍ୟତ ଗଢ଼ିବେ କେମିତି ।
ସମସ୍ତ ସ୍କୁଲ ବନ୍ଦ କରିବାକୁ ବିଇଓମାନଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ ହୋଇଛି ।
ସାମ୍ବାଦିକମାନେ ସ୍କୁଲ ଯାଇପାରିବେ, କିନ୍ତୁ କ୍ଲାସ ଟାଇମ୍ରେ ଯାଆନ୍ତୁନି
ସ୍କୁଲ ଭିତରେ ଦୁଇ ଗୋଷ୍ଠୀର ମହିଳାମାନେ ଭୁଲି ଯାଇଥିଲେ ହିତାହତ ଜ୍ଞାନ
ଲହୁଣୀପଡା ବ୍ଲକର ଭୋଗରା ସ୍କୁଲରେ ଏବେ 5ଟି ଅଧୀନରେ କାମ ଚାଲୁ ଥିବା ବେଳେ ଛାତରୁ ସିମେଣ୍ଟ ଖସି ପଡିଛି । ସୌଭାଗ୍ୟବଶତଃ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଛାତ୍ର ଛାତ୍ରୀ । ନହେଲେ ଏକ ବଡ ଅଘଟଣ ଘଟିଥାଆନ୍ତା ।
ଆସନ୍ତା ମେ’ ୨ ତାରିଖରୁ ଏହି ନିୟମ ଲାଗୁ କରାଯିବ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି ।
ଦରକାର ପଡ଼ିଲେ ଛୁଟିଦିନ ଓ କାର୍ଯ୍ୟ ଦିବସରେ ଅତିରିକ୍ତ କ୍ଲାସ ହେବ ବୋଲି ମଧ୍ୟ କୁହାଯାଇଛି ।
ନୂଆ କ୍ଲାସ୍ର ପାଠପଢ଼ା ଆରମ୍ଭ ପୂର୍ବରୁ ପିଲାଙ୍କୁ ପଢ଼ାଯିବ ପୁରୁଣା ପାଠ । କାରଣ ଗତ ଦୁଇ ବର୍ଷ ହେବ ପିଲାମାନେ କରୋନା ଲାଗି ସ୍କୁଲ୍ ନଯାଇ ପାସ୍ ହୋଇଛନ୍ତି । ସେମାନଙ୍କ ବୌଦ୍ଧିକ ବିକାଶ ବାଧାପ୍ରାପ୍ତ ହୋଇଛି ।
ସ୍କୁଲ୍ରୁ ମିଳିଲା ପିସ୍ତଲ। ଶ୍ରେଣୀଗୃହ ସଫା କରିବା ବେଳେ ଏକ କଠୋରୀରୁ ପିସ୍ତଲ ମିଳିଛି। ଯାହାକୁ ନେଇ ଅଭିଭାବକଙ୍କ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି।
କ୍ଲାସ୍ ପରୀକ୍ଷାରେ ବାରମ୍ବାର ଫେଲ୍ ହେବା ପରେ ବି ହାର ମାନୁନଥିଲେ। କଠିନ ପରିଶ୍ରମ କରି ଏବେ IAS ଟପ୍ପର ହେଲେ। କହିଲେ, ବିଫଳ ହିଁ ସଫଳତାର ଚାବିକାଠି
ଏହା ସ୍କୁଲ ନା ପାର୍କ? ସରକାରୀ ସ୍କୁଲର ରୂପକୁ ପ୍ରଧାନଶିକ୍ଷକ ଏମିତି ରୂପ ଦେଇଛନ୍ତି ଯେ, ବାଟରେ ଚାଲିଯାଉଥିବା ଲୋକ ଘଡ଼ିଏ ଛିଡ଼ା ହୋଇ ଏଇଠି ସେଲଫି ନେଉଛନ୍ତି...ସ୍କୁଲ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ କଥା ପଚାରେ କିଏ? ଆପଣ ବି ଦେଖନ୍ତୁ କେମିତି ସ୍କୁଲ ହୋଇଛି ପାର୍କ...
ଗୋଟିଏ ସ୍କୁଲରେ ୨୬ ଜଣ ଛାତ୍ରୀଙ୍କୁ କରୋନା। ମୟୂରଭଂଜ ଜିଲ୍ଲା ଠାକୁରମୁଣ୍ଡା ବ୍ଲକର ଚମକପୁର ଆବାସିକ ବାଳିକା ବିଦ୍ୟାଳୟର ୨୬ ଜଣ ଛାତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ଗଭୀର ଅବପାତ ଯୋଗୁ ଦିନ ତମାମ ବର୍ଷିବ। ୭ ଜିଲ୍ଲାରେ ଅତି ପ୍ରବଳ ବର୍ଷା ଲାଗି ରହିବ। ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଢେଙ୍କାନାଳ, ନୟାଗଡ଼ ବର୍ଷା ଲାଗି ରହିବ। ଗଭୀର ଅବପାତ ପ୍ରଭାବରେ ପଶ୍ଚିମ ଓଡ଼ିଶା ବି ପ୍ରଭାବିତ ହେବ। ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବରଗଡ଼ରେ ପ୍ରବଳ ବର୍ଷିବ। ଆସନ୍ତା ୨୪ ଘଣ୍ଟାରେ ଦୁର୍ବଳ ହୋଇ ଅବପାତ ସ୍ଥିତିକୁ ଆସିବ।