ଏହି ମର୍ମନ୍ତୁଦ ଦୁର୍ଘଟଣା ପରେ ଜିଲ୍ଲା ଶିକ୍ଷା ଅଧିକାରୀ କହିଛନ୍ତି ଯେ ପ୍ରାଥମିକ ଅନୁସନ୍ଧାନ ପରେ ଜଣାପଡ଼ୁଛି ଯେ ବସ୍ ଡ୍ରାଇଭର ମଦ୍ୟପାନ କରି ଗାଡିଟିକୁ ଏକ ଗଛରେ ପିଟି ଦେଇଥିଲା।
ଭାରସାମ୍ୟ ହରାଇ ଗଛରେ ପିଟି ହେଲା ସ୍କୁଲ୍ ବସ୍। ନବରଙ୍ଗପୁର ଜିଲ୍ଲା ଚନ୍ଦାହାଣ୍ଡି ବ୍ଲକ୍ ଅନ୍ତର୍ଗତ ମୋହରା ନିକଟରେ ଏହି ଦୁର୍ଘଟଣା ଘଟିଛି।
ମୃତ୍ୟୁ ସଂଖ୍ୟା ଆଗକୁ ବଢ଼ିପାରେ ବୋଲି ଆଶଙ୍କା କରାଯାଉଛି ।
କଟକ ସିଡିଏ-୧୦ରେ ଏକ ଘରୋଇ ସ୍କୁଲ୍ ବସ୍ ଡିଭାଇଡରରେ ପିଟି ହୋଇଛି
ସ୍କୁଲ ବସ୍ ଦୁର୍ଘଟଣା ଘଟି ୧୦ ଜଣଙ୍କ ମୃତ୍ୟୁ ହୋଇଛି। ବସ୍ଟି ଘାଟିରୁ ରାସ୍ତା ତଳକୁ ଖସି ପଡ଼ିଥିଲା। ଆଜି ସକାଳ ପ୍ରାୟ ୮ଟା ସମୟରେ ଏହି ଦୁର୍ଘଟଣା ଘଟିଥିଲା।