ନିଷ୍ପତ୍ତିକୁ ହାସ୍ୟାସ୍ପଦ କହିଲେ ଅପରାଜିତା, ସୁରଙ୍କ ନିନ୍ଦା,କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବି କଲେ ନାପସନ୍ଦ
ୱେବ୍ ମିଡିଆ ଉପରେ ଦୋଷ ଲଦି ମନ୍ତ୍ରୀ ସମୀର ଦାଶ କହିଛନ୍ତି, କେତେକ ସ୍ଥାନରେ ଗଣମାଧ୍ୟମର ଭୂମିକା ଆବଶ୍ୟକତାରୁ ବେଶୀ ହେଉଛି। କିଛି ଗଣମାଧ୍ୟମ ଅନାବଶ୍ୟକ ଭାବେ ସ୍କୁଲରେ ପଶି ପାଠପଢ଼ାରେ ବାଧା ସୃଷ୍ଟି କରୁଛନ୍ତି।
ଯଦି କୌଣସି ଗଣମାଧ୍ୟମ ପ୍ରତିନିଧି କିମ୍ବା କ୍ୟାମେରାମ୍ୟାନ୍ ବିନା ଅନୁମତିରେ ସ୍କୁଲରେ ପ୍ରବେଶ କରନ୍ତି ତେବେ ପ୍ରଧାନ ଶିକ୍ଷକ ତୁରନ୍ତ ତାଙ୍କ ନାଁରେ ଥାନାରେ FIR ଦେବାକୁ କୁହାଯାଇଛି।