• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: School Open

School timings rescheduled in Odisha
‘ପିଲାଙ୍କ ପାଇଁ ଗ୍ରୀଷ୍ମ ପ୍ରବାହର ରିସ୍କ ରହିବ ନାହିଁ, ଖୋଲିବ ସ୍କୁଲ’

ରାଜ୍ୟରେ ମେ ମାସରେ ସକାଳ ୬ ରୁ ୯ ଯାଏଁ ସ୍କୁଲ ଚାଲିବ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ବିଷ୍ଣୁପଦ ସେଠୀ ସୂଚନା ଦେଇଛନ୍ତି ।

School Open
ପରୀକ୍ଷା ହେବ ନା ବିନା ପରୀକ୍ଷାରେ କ୍ଲାସ୍ ପ୍ରମୋସନ୍; ଏନେଇ ଦ୍ୱନ୍ଦ୍ୱ ଭିତରେ ଅଭିଭାବକ, ଛାତ୍ରଛାତ୍ରୀ

ଆସନ୍ତାକାଲି ଠାରୁ ଆରମ୍ଭ ହେବ ନୂଆ ଶିକ୍ଷା ବର୍ଷ । ହେଲେ ସରକାରୀ ସ୍କୁଲ୍‌ରେ ପିଲା ପଢିବେ ପୁରୁଣା ପାଠ । ହୋଇନି ପରୀକ୍ଷା, ମିଳିନି କ୍ଲାସ୍ ପ୍ରମୋସନ । ନବମ ଓ ଦଶମକୁ ଛାଡି ଦେଲେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କର କୌଣସି ପରୀକ୍ଷା ହୋଇନି । ସରକାର ବି ସ୍ପଷ୍ଚ କରିନାହାନ୍ତି ଯେ ପରୀକ୍ଷା ହେବ ନା ନାହିଁ । ବିନା ପରୀକ୍ଷାରେ କ୍ଲାସ୍ ପ୍ରମୋସନ ମିଳିବ କି ପିଲାଙ୍କୁ?