ବଦଳିବ କି ସରକାରଙ୍କ ଖରାଛୁଟି ନିଷ୍ପତ୍ତି ? ଜୁନ୍ ବଦଳରେ ମେ’ ମାସରେ ହେବ କି ଛୁଟି ? ଖରାଛୁଟି ନେଇ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପ୍ରତିକ୍ରିୟା ରଖିଛନ୍ତି।
ଘୋଷଣା ହେଲା ଖରାଛୁଟି। ଜୁନ୍ ୬ରୁ ୧୬ ପର୍ଯ୍ୟନ୍ତ ସ୍କୁଲ୍ରେ ଖରାଛୁଟି ଘୋଷଣା ହୋଇଛି।
ଦେଢ଼ ମାସ ନୁହେଁ ଏଥର ମାତ୍ର ୧୦ ଦିନ ହୋଇପାରେ ଗ୍ରୀଷ୍ମ ଛୁଟି । କାରଣ ପିଲାଙ୍କୁ ବ୍ରିଜ୍ କୋର୍ସ ବା ଦୁଇ ବର୍ଷର ପୁରୁଣା ପାଠ ପଢାଇବା ଲାଗି ଅଧିକ ଦିନ ଆବଶ୍ୟକ । ସେଥିପାଇଁ ଖରାଛୁଟିକୁ କାଣ୍ଟଛାଣ୍ଟ କରାଯାଇଛି ।