ଏଠି ପ୍ରଶ୍ନ ଉଠୁଛି....ଛୁଟିକୁ ନେଇ କାହିଁକି ହୋଇଥିଲା ବିବାଦ । କ’ଣ ପାଇଁ ଅସୁସ୍ଥ ଶିକ୍ଷକଙ୍କୁ ଛୁଟି ଦେଲେ ନାହିଁ ଦାୟିତ୍ବରେ ଥିବା ପ୍ରିନସିପାଲ । କୁହାଯାଉଛି, ଗତକାଲି ମ୍ୟାଡମ ପ୍ରନସିପାଲଙ୍କୁ ସ୍କୁଲ ହ୍ୱାଟସଆପ ଗ୍ରୁପରେ ଛୁଟି ଆବେଦନ କରିଥିଲେ ସଂପୃକ୍ତ ଶିକ୍ଷକ । ସ୍ପଷ୍ଟ ଭାବରେ ପ୍ରକାଶ ଲେଖିଥିଲେ, ମୋର ଅଜାଙ୍କର ମୃତ୍ୟୁ ହୋଇଥିବାରୁ ମୁଁ, ଅଫିସ କାମ କରିପାରିବି ନାହିଁ । ତେଣୁ ମୋର ଗୋଟିଏ ଦିନର ସି.ଏଲ ମଂଜୁର କରାଯାଉ ।
ପ୍ରଧାନ ଶିକ୍ଷୟତ୍ରୀଙ୍କ ଅଜବ କାରନାମା । ସ୍କୁଲରେ କଲେ ‘ଫେସିଆଲ୍’ ! ଭିଡ଼ିଓ କରିବାରୁ ସହକର୍ମୀଙ୍କୁ ମାରିଲେ ମାଡ଼ । ସହକର୍ମୀଙ୍କୁ ମାଡ଼ ମାରି କଲେ ରକ୍ତାକ୍ତ ।
ସଂଘର ଦାବି ଉପରେ ତର୍ଜମା ପାଇଁ ୫ ଜଣିଆ ସବ୍ କମିଟି ଗଠନ କରାଯାଇଛି । ଏହି ସବ୍ କମିଟି ଶିକ୍ଷକଙ୍କ ଦାବି ସମ୍ପର୍କରେ ତର୍ଜମା କରି ଆନ୍ତଃମନ୍ତ୍ରୀସ୍ତରୀୟ କମିଟିକୁ ଜଣାଇବ ।
ବାରମ୍ବାର ପ୍ରତିଶ୍ରୁତି ଦେଇ ସରକାର ଠକିଲେ। ତେଣୁ ଶେଷରେ ଛୁଟିନେଇ ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ ସଂଘ । ୩ ଦଫା ଦାବି ପୂରଣ ନେଇ ରାଜ୍ୟର ୩୧୪ ବିଇଓ ଅଫିସ୍ ଆଗରେ ଧାରଣା ଦେଇ ଗର୍ଜିଛନ୍ତି ହଜାର ହଜାର ଶିକ୍ଷକ-ଶିକ୍ଷୟିତ୍ରୀ ।
ଶିକ୍ଷକ ନାଁରେ କଳଙ୍କ । ନବମ ଶ୍ରେଣୀ ଛାତ୍ରୀଙ୍କୁ ବହି କିଣିଦେବା କହି ବାଇକ୍ରେ ନେଲେ । ଜଙ୍ଗଲିଆ ରାସ୍ତାରେ ଅସଦାଚରଣ କରିବାକୁ ଉଦ୍ୟମ କଲେ । ଏବେ ଧରାପଡ଼ିବା ପରେ ମାମୁଁଘରେ ସାର୍
ଶିକ୍ଷକ ତାଙ୍କୁ ପିଟି ପିଟି ଗୁରୁତର କରିଥିଲେ, ଆଉ ତାପରେ ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଲା । ଛାତ୍ରଙ୍କ ନାଁ ନିଖିଲ ଧୋରେ ।