ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସମ୍ବଲପୁର ଓ ଝାରସୁଗୁଡ଼ା ଜିଲ୍ଲାରେ ଆସନ୍ତାକାଲି ସ୍କୁଲ ଖୋଲିବାକୁ ନିଷ୍ପତ୍ତି ହୋଇଛି ।
୧୧ ଦିନିଆ ଖରା ଛୁଟି ପରେ ପୁଣି ଥରେ ଛାତ୍ରଛାତ୍ରୀଙ୍କ କ୍ଲାସ୍ରୁମ୍ ପାଠପଢା ଆଜିଠୁ ଆରମ୍ଭ ହେବ। ସକାଳ ସ୍କୁଲ୍ ବଦଳରେ ୧୦ଟାରୁ ପାଠପଢ଼ା ଆରମ୍ଭ ହେବ।
ଆଜିଠୁ ସକାଳ ୬ଟାରୁ ୯ ଟା ଯାଏଁ ଖୋଲିବ ସ୍କୁଲ । ପିଲାମାନେ ୬ଟାରେ ଆସିବେ ଓ ମଧ୍ୟାହ୍ନ ଭୋଜନ ସହିତ ୯ ଟାରେ ଛୁଟି ହେବ । ଏଥର ଜୁନ ୬ରୁ ୧୬ ତାରିଖ ଯାଏ ଖରାଛୁଟି ହେବ ବୋଲି ରାଜ୍ୟ ସରକାର ଆଗରୁ ଘୋଷଣା କରିଛନ୍ତି ।
ବେଙ୍ଗାଲୁରୁରେ କରୋନା ନିୟମ ମାନି ଖୋଲିଲା ସ୍କୁଲ, କଲେଜ । ଦୀର୍ଘ ଦିନ ପରେ ସ୍କୁଲକୁ ଯାଇ ଖୁସି ବ୍ୟକ୍ତ କରିଛନ୍ତି ଛାତ୍ରଛାତ୍ରୀ ଓ ଶିକ୍ଷକ ।
କରୋନାର ଦ୍ୱିତୀୟ ଲହର ଭିତରେ ଆଜିଠୁ ଖୋଲିଲା ସ୍କୁଲ। କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ସ୍କୁଲ୍ ଖୋଲିଛି। ସ୍କୁଲ୍ ଖୋଲିବା ପୂର୍ବରୁ ଭଲ ଭାବରେ ଶ୍ରେଣୀଗୃହ ଗୁଡ଼ିକ ସାନିଟାଇଜ୍ କରାଯାଇଛି।