ୟୁପି ସରକାରଙ୍କ ବଡ଼ ନିଷ୍ପତ୍ତି। ଦଳୀୟ ନେତା ଓ ମନ୍ତ୍ରୀଙ୍କ ଉପରେ ଥିବା ଏଇ ସବୁ ମାମଲା ହେବ ପ୍ରତ୍ୟାହାର। ସ୍କ୍ରିନିଂ କମିଟି ରିପୋର୍ଟକୁ ଅପେକ୍ଷା ରହିଛି ।