ବିଧାନସଭାରେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ବେହେରା ଏହି ସୂଚନା ଦେଇଛନ୍ତି ।
ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡ଼ିଲେ ହିନ୍ଦୋଳ SDPO । ପଥର ଗାଡ଼ି ପାସ୍ କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ଧରା ପଡ଼ିଛନ୍ତି ।