ମାସେ କି ବର୍ଷେ ନୁହେଁ, ଦୀର୍ଘ ୯ ବର୍ଷ ପରେ ଚିଟଫଣ୍ଡ ମହା ଘୋଟାଲାରେ ହୋଇଛି ଚାର୍ଜଫ୍ରେମ୍ । ୫ଶହ କୋଟିର ସିସୋର ଚିଟଫଣ୍ଡ ମାମଲାରେ ଅନ୍ୟତମ ଅଭିଯୁକ୍ତ ପୂର୍ବତନ ବିଧାୟକ ପ୍ରଭାତ ବିଶ୍ୱାଳ ଓ ପତ୍ନୀ ଲକ୍ଷ୍ମୀବିଳାସିନୀଙ୍କ ବିରୋଧରେ ଚାର୍ଜଫ୍ରେମ ହୋଇଛି ସିବିଆଇ କୋର୍ଟରେ ।

ସିସୋର’ର ଆଉ ୬ କୋଟି ଟଙ୍କାର ସମ୍ପତ୍ତି ବାଜ୍ୟାପ୍ତ । ସିସୋର ଠାରୁ ୬ କୋଟି ନେଇଥିବା ୨ ବ୍ୟବସାୟୀଙ୍କ ଠାରୁ ସମ୍ପତ୍ତି ବାଜ୍ୟାପ୍ତି ହୋଇଛି ।