ଆଉ ମାତ୍ର କେଇ ଘଣ୍ଟାର ଅପେକ୍ଷା । ନୂଆଦିଲ୍ଲୀର ପ୍ରଗତି ମୈଦାନରେ ପ୍ରସ୍ତୁତ ଭାରତ ମଣ୍ଡପମରେ ଏକାଠି ହେବେ ବିଶ୍ୱର ୨୦ରୁ ଅଧିକ ରାଷ୍ଟ୍ରର ରାଷ୍ଟ୍ରମୁଖ୍ୟ ।