ଜନ୍ମରୁ ଦୃଷ୍ଟିହୀନ, ସଂସାରର ଭଲ-ମନ୍ଦ ଦେଖିପାରୁନଥିଲେ ମଧ୍ୟ ସେମାନେ ସ୍ୱାବଲମ୍ବୀ । ନିଜ ଗୋଡରେ ନିଜେ ଠିଆ ହୋଇଛନ୍ତି । ନିଜ ହାତରେ ଧୂପକାଠି ମଧ୍ୟ ତିଆରି କରୁଛନ୍ତି । ତେବେ ଆସନ୍ତୁ ଭେଟିବା ସେଭଳି କିଛି ଦିବ୍ୟାଙ୍ଗ ମାନଙ୍କୁ ଯିଏକି ନିଜ ଦୃଢ ଆଶା ବଳରେ ଆଜି ସମାଜରେ ନିଜର ପରିଚୟ ସୃଷ୍ଟି କରିଛନ୍ତି ।