ଗ୍ରାହକଙ୍କ ଅଭିଯୋଗ ଯଦି ସତ ପ୍ରମାଣିତ ହୁଏ ତେବେ ଏହି ବିଭାଗ ପକ୍ଷରୁ ରେସ୍ତୋରାଂ କିମ୍ବା ହୋଟେଲ ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ।