• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Sevayat

ସେବକଙ୍କ ପାଇଁ 'ଶୃଙ୍ଖଳା' ପାଠଶାଳା
Srimandir: ଭକ୍ତଙ୍କୁ କେମିତି ଦେଖାଇବାକୁ ହେବ ଭଦ୍ରୋଚିତ ବ୍ୟବହାର ? ଶୃଙ୍ଖଳାର ପାଠ ପଢ଼ିବେ ଶ୍ରୀମନ୍ଦିର ସେବାୟତ

ଭକ୍ତଙ୍କୁ କେମିତି ଦେଖାଇବାକୁ ହେବ ଭଦ୍ରୋଚିତ ବ୍ୟବହାର ? ଶ୍ରଦ୍ଧାଳୁଙ୍କ ସହ କେଉଁ ପ୍ରକାର ଶ୍ରଦ୍ଧାରେ କରିବେ ଭାବ ବିନିମୟ ? ଆଚରଣ ସହ ଉଚ୍ଚାରଣରେ କିଭଳି ଆଣିବେ ଶୁଦ୍ଧତା ? ଶୃଙ୍ଖଳାର ଏସବୁ ପାଠ ପଢ଼ିବେ ଶ୍ରୀମନ୍ଦିର ସେବାୟତ ।

Assault on Puri Senior Supervisor
ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜର ଆକ୍ରମଣ ଘଟଣା,ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ

ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ସମ୍ପୃକ୍ତି ଅଭିଯୋଗରେ ପନ୍ତିବଡ଼ୁ ସେବକ ଚନ୍ଦନ ସାମନ୍ତରା ନିଲମ୍ବିତ । ମହାପ୍ରଭୁଙ୍କ ସେବା ପୂଜାରୁ ନିଲମ୍ବନ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Sevayat
ଏତେ ଖାମଖିଆଲ, ଏତେ ବେପରୁଆପଣ..କାହା ଭୁଲ୍‌ରୁ ତାଳଧ୍ୱଜ ରଥରେ ଘଟିଲା ଅଘଟଣ ?

ବାରମ୍ବାର ଅଘଟଣରୁ ବି କଣ କିଛି ଶିଖୁନାହାନ୍ତି ସେବାୟତ? ଗଲା ବର୍ଷ ପ୍ରଭୁ ଜଗନ୍ନାଥ ଆଉ ଏବର୍ଷ ବଡ଼ ଠାକୁର ବଳଭଦ୍ର। ଆଡ଼ପ ପହଣ୍ଡିବେଳେ ଏମିତି ରଥର ଚାରମାଳ ଉପରେ ଦୁଲ୍ ଦାଲ୍ ଖସି ହାମୁଡି ପଡୁଛନ୍ତି ଜଣକ ପରେ ଜଣେ ଦିଅଁ ?

Invitation
ଅନନ୍ତଙ୍କ ବିବାହ ଉତ୍ସବ ପାଇଁ ଶ୍ରୀମନ୍ଦିରର ସେବାୟତଙ୍କୁ ମୁକେଶ ଅମ୍ବାନୀଙ୍କ ନିମନ୍ତ୍ରଣ

ଶିଳ୍ପପତି ମୁକେଶ ଆମ୍ବାନୀଙ୍କ ପୁତ୍ର ଅନନ୍ତ ଅମ୍ବାନୀଙ୍କ ବିବାହ ଉତ୍ସବ ଆସନ୍ତା ୧୨ ତାରିଖରେ ଅନୁଷ୍ଠିତ ହେବ। ଏହି ଅବସରରେ ଜଗନ୍ନାଥ ମହାପ୍ରଭୁଙ୍କ ସେବକ ଜଗନ୍ନାଥ କରଙ୍କ ପାଖକୁ ଆସିଛି ନିମନ୍ତ୍ରଣ ପତ୍ର।

Sevayat
ନିୟମ ଅଠରନଳା ପାରି ହୋଇ ବନ୍ଧୁ ବାନ୍ଧିବା ମନା ! ଯଦି ମନ ପସନ୍ଦର ପାତ୍ର ନମିଳେ?

ଶ୍ରୀମନ୍ଦିର ସେବା ପୂଜାରେ ଆଗକୁ ବ୍ୟାଘାତ ଆଣିବ କି ଭିନ୍ନ କୂଳ ବିବାହ ? କାହିଁକିନା, ସେବାୟତ ପରିବାରର ପ୍ରଥା ପରମ୍ପରା ରହିଛି ଅଠରନଳା ପାରି ହୋଇ ବନ୍ଧୁ ବାନ୍ଧିବା ମନା ।

Sevayat Dies
ରଥ ଦଉଡ଼ି ଛିଡ଼ି ଗୁରୁତର ଥିବା ଭୋଇ ସେବକଙ୍କ ମୃତ୍ୟୁ

ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଭୋଇ ସେବକଙ୍କ ମୃତ୍ୟୁ ହୋଇଛି ।

Puri Sevayat
ଗୁନ ସିଂହାରି ହତ୍ୟାକାଣ୍ଡର ବଦ୍‌ଲା ! ଜିରୋ ରେଞ୍ଜରୁ ଫାୟାରିଂ ପାଇଁ ହୋଇଥିଲା ଏତେ ବଡ଼ ଡିଲ୍‌

ଗିରଫ ଅଭିଯୁକ୍ତମାନେ ହେଲେ କାଳିଆ ସିଂହାରୀ, ଦୋଳଗୋବିନ୍ଦ ସିଂହାରୀ, ମୁନା ପାତ୍ର, ସନ୍ଦୀପ ଜେନା, କାଳୁ ପାଣିଗ୍ରାହୀ ଓ ବାବା ମହାପାତ୍ର । କୃଷ୍ଣ ପ୍ରତିହାରୀଙ୍କୁ ହତ୍ୟା ପଛରେ ଏମାନଙ୍କ ମଧ୍ୟରୁ କାହାର ଥିଲା କେଉଁ ରୋଲ୍ ?