୫୦୦ ଟଙ୍କା ପାଇଁ ଆସାମର ଜଣେ ବ୍ୟକ୍ତି ନିଜ ଗାଁର ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ଜଣକ କଟା ମୁଣ୍ଡ ଧରି ୨୫ କି.ମି. ଚାଲି ଚାଲି ପୋଲିସ୍ ଷ୍ଟେସନରେ ପହଞ୍ଚି ଆତ୍ମସମର୍ପଣ କରିଥିଲେ।