ପୋଲିସର କହିବା ଅନୁସାରେ ପ୍ରଶାନ୍ତ ମଲ୍ରେ ଥିବା ସ୍ପାରେ ସେକ୍ସ ରାକେଟ୍ ଚାଲିଥିବା ନେଇ ବିଶେଷ ସୂତ୍ରରୁ ଖବର ମିଳିଥିଲା । ଖବର ପାଇବା ପରେ ଡିସିପି ସ୍ୱତନ୍ତ୍ର ସିଂଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ କରାଯାଇ ମଲ୍ରେ ଚଢ଼ାଉ କରାଯାଇଥିଲା ।
ଫାଇଭ୍ ଷ୍ଟାର୍ ହୋଟେଲ୍ରେ ଚାଲିଥିଲା ହାଇପ୍ରୋଫାଇଲ୍ ସେକ୍ସ ରାକେଟ୍। ଆଉ ଏଥିରେ ସମ୍ପୃକ୍ତ ଥିଲେ ଫିଲ୍ମ ଅଭିନେତ୍ରୀ ଓ ମଡେଲ୍।
ସେକ୍ସ ରାକେଟ୍ ଚାଲୁଥିବା ବେଳେ ଜଣେ କଲିକତାର ଯୁବତୀଙ୍କ ସହ ଆଠଗଡ ଅଞ୍ଚଳର କିଙ୍ଗପିନ ମହିଳାଙ୍କୁ ଧରିବା ସହ ଚାରିଜଣ ଗ୍ରାହକଙ୍କୁ ମାଡି ବସିଥିଲା ପୋଲିସ । ସେମାନଙ୍କଠାରୁ କିଛି ନଗଦ ଟଙ୍କା ସହିତ ଆପତ୍ତିଜନକ ସାମଗ୍ରୀ ଓ ଦୁଇଟି ବାଇକ ମଧ୍ୟ ଜବତ ହୋଇଛି
ଆରେ କଲୋନୀ ଅଞ୍ଚଳରେ ରୟାଲ ପାମ୍ ହୋଟେଲରେ ସେକ୍ସ ରାକେଟ୍ ଚାଲିଥିବା ନେଇ ମୁମ୍ବାଇ ପୋଲିସ୍କୁ ଖବର ମିଳିଥିଲା। ଏହି ରାକେଟ୍ର ପର୍ଦ୍ଦାଫାଶ କରିବା ପାଇଁ ପୋଲିସ୍ ଜଣେ ନକଲି ଗ୍ରାହକଙ୍କୁ ଅଭିନେତ୍ରୀଙ୍କ ପାଖକୁ ପଠାଇଥିଲେ।
ସ୍ପା’ ସେଣ୍ଟର ନାଁରେ ଚାଲିଥିଲା ଦେହ ବ୍ୟବସାୟ। ଏହାର ପର୍ଦ୍ଦାଫାସ କରିବା ପାଇଁ ଯୋଜନା ମୁତାବକ ଜଣେ ବ୍ୟକ୍ତିଙ୍କୁ ନକଲି ଗ୍ରାହକ ସଜାଇ ପୋଲିସ୍ ସ୍ପା ସେଣ୍ଟରକୁ ପଠାଇବା ସହ ଅଚାନକ ରେଡ୍ କରିଥିଲା।
ତୁଳସୀ ଗେଷ୍ଟ ହାଉସରେ ଦେହ ବେପାର, ନିଜେ ରେଡ କରି ଧରିଲେ ଏସ୍ପି
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ତାଙ୍କ ଗର୍ଲଫ୍ରେଣ୍ଡ୍ ଆଣିଥିବା ସେକ୍ସ ରାକେଟ୍ କାରବାର ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ କରିପାରେ। ଜଗତସିଂହପୁର ଏସ୍ପି ଘଟଣାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି।
କଟକ ସିଡିଏ ସେକ୍ଟର-୭ ମର୍କତନଗର ଅଞ୍ଚଳରେ ଗତକାଲି ସେକ୍ସ ରାକେଟ ଠାବ ହୋଇଛି। ମହିଳା କିଙ୍ଗପିନ୍ଙ୍କ ସମେତ ଜଣେ ଗ୍ରାହକ, ଜଣେ ଦଲାଲ୍ ଏବଂ ଅନ୍ୟ ଜଣେ ହୋଟେଲ୍ କର୍ମଚାରୀଙ୍କୁ ପୋଲିସ୍ ଗିରଫ କରିଛି।
କନସଲଟାନ୍ସି ନାଁରେ ସେକ୍ସ ରାକେଟ ଚାଲୁଥିବା ଜଣାପଡ଼ିଛି। ସାମନାରେ କନସଲଟାନ୍ସି ନାଁରେ ଅଫିସ ଆଉ ଭିତରେ ଚାଲୁଥିଲା ସେକ୍ସ ରାକେଟ। ଝିଅଙ୍କୁ ଚାକିରୀ କରାଇଦେବା ନାଁରେ ସେକ୍ସ କାରବାରରେ ନିୟୋଜିତ କରାଯାଉଥିଲା।
ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ଜଣେ ୩୨ ବର୍ଷୀୟ ମଡେଲ୍ଙ୍କୁ ଏକ ଲକ୍ଜୁରି ହୋଟେଲରୁ ପୋଲିସ୍ ଗିରଫ କରିଛି। ମଡେଲ୍ ଜଣକ ଟିଭିରେ ଅଭିନୟ କରୁଥିବା ଅଭିନେତା ଓ ମଡେଲ୍ଙ୍କୁ ଦେହ ବ୍ୟବସାୟ କାର୍ଯ୍ୟରେ ଲିପ୍ତ କରିଥିଲେ ବୋଲି ଅଭିଯୋଗ ହୋଇଛି।