ପୁରୀ ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀଙ୍କ ପ୍ରତିକ୍ରିୟା । ଚନ୍ଦ୍ରପୃଷ୍ଠରେ ଜୀବଜଗତ ତିଷ୍ଠି ରହିପାରିବ କି ନାହିଁ ଜଣାପଡ଼ିବ । ମହାକାଶ ବିଜ୍ଞାନକୁ ନୂତନ ଦିଗ ଦେଖାଇବ ଚନ୍ଦ୍ରୟାନ-୩ ।
ଶଙ୍କରାଚାର୍ଯ୍ୟଙ୍କ ମନ୍ତବ୍ୟକୁ ଖ୍ରୀଷ୍ଟିଆନଙ୍କ ବିରୋଧ । ଆର୍କ ବିଶପ କହିଲେ, ପ୍ରମାଣ ଥିଲେ ଦିଅ ।
ପୁରୀ ଶଙ୍କରାଚାର୍ଯ୍ୟଙ୍କ ମନ୍ତବ୍ୟକୁ ନେଇ ବିବାଦ। ଯୀଶୁଖ୍ରୀଷ୍ଟ ହିନ୍ଦୁ ଥିଲେ, ପୁରୀରେ ୩ ବର୍ଷ ରହିଥିଲେ। ଶଙ୍କରାଚାର୍ଯ୍ୟଙ୍କ ମନ୍ତବ୍ୟକୁ ଖ୍ରୀଷ୍ଟିଆନଙ୍କ ବିରୋଧ ।
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବଢୁଛି ରାଜ୍ୟ ସରକାରଙ୍କ ଅଡୁଆ । ବିବାଦ ଯେତିକି ବଢୁଛି, ଚାପ ସେତିକି ପଡୁଛି । ଏହା ଭିତରେ ପୁଣିଥରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।
ମନ୍ଦିର ପରିକ୍ରମା ପ୍ରକଳ୍ପକୁ ପୁରୀ ଗୋବର୍ଦ୍ଧପୀଠ ଶଙ୍କରାଚାର୍ଯ୍ୟଙ୍କ ବିରୋଧ । ଗଜପତି ମହାରାଜା ଓ ଜିଲ୍ଲା ପ୍ରଶାସନ ସହ ଆଲୋଚାନ ପରେ ଗତକାଲି ସବୁ ରାଜନୈତିକ ଦଳ, ସାମାଜିକ ସଙ୍ଗଠନ, ଏଏସ୍ଆଇ, ଓବିସିସି, ସ୍ଥପତି, ଐତିହାସିକ, ଗବେଷକ ଓ ସେବାୟତଙ୍କ ସହ ଏହି ପ୍ରସଙ୍ଗରେ ଆଲୋଚନା କରିଥିଲେ ।
ଶଙ୍କରାଚାର୍ଯ୍ୟ ସ୍ୱାମୀ ନିଶ୍ଚଳାନନ୍ଦ ସରସ୍ୱତୀ ସମସ୍ତଙ୍କୁ ଶୁଣିବା ପରେ ପ୍ରକଳ୍ପକୁ ନେଇ ଗଭୀର ଉଦ୍ବେଗ ପ୍ରକାଶ କରିବା ସହ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।