ଦେଶ ସଙ୍କଟ ଦେଇ ଗତି କରୁଥିବାରୁ ଶେହବାଜ ସରିଫ୍ ଏବଂ ତାଙ୍କ କ୍ୟାବିନେଟ ମନ୍ତ୍ରୀମାନେ ଦରମା ଏବଂ ଅନ୍ୟାନ୍ୟ ଭତ୍ତା ନ ନେବାକୁ ନିଷ୍ପତ୍ତି ନେଇଛନ୍ତି।
ଶାହାବାଜ୍ ଶରିଫଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଏବେ ପାକିସ୍ତାନ ଗଣମାଧ୍ୟମରେ ଜୋରଦାର ଚର୍ଚ୍ଚା ଚାଲିଛି । ଜଣେ ପ୍ରଧାନମନ୍ତ୍ରୀଙ୍କଠାରେ ଏହା ଶୋଭନୀୟ ନୁହେଁ ବୋଲି ଅନେକ ଉଲ୍ଲେଖ କରିଛନ୍ତି ।
ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫଙ୍କ ସାନ ଭାଇ ଶାହାବାଜ ସରିଫ୍ ।
ପଡ଼ୋଶୀ ଦେଶର ରାଜନୈତିକ ଦୃଶ୍ୟପଟ୍ଟ ଲଗାତର ବିଗିଡ଼ିବାରେ ଲାଗିଛି । ଗୋଟିଏପଟେ ଆଜି ପାକିସ୍ତାନରେ ନୂଆ ପ୍ରଧାନମନ୍ତ୍ରୀ ଚୟନ ହେବାକୁ ଯାଉଥିବା ବେଳେ ଅନ୍ୟପଟେ ରାସ୍ତାରେ ଇମ୍ରାନ ସମର୍ଥକଙ୍କ ଭିଡ ଜମିଛି ।
ଏବେ ପାକିସ୍ତାନର କ୍ଷମତା ଖେଳରେ ଶାହବାଜ ଶରିଫଙ୍କ ପାଳି । ପାକିସ୍ତାନର ବିରୋଧୀ ଦଳ ନେତା, ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ଶରିଫଙ୍କ ସାନଭାଇ, ତଥା ପଞ୍ଜାବ ପ୍ରଦେଶର ତିନି ତିନି ଥର ମୁଖ୍ୟମନ୍ତ୍ରୀ ଶାହବାଜ ଶରିଫ୍
ଶେହାବାଜ୍ ସରିଫ ପାକିସ୍ତାନର ମଙ୍ଗ ଧରିପାରନ୍ତି ବୋଲି ଚର୍ଚ୍ଚା ହେଉଛନ୍ତି । ସେ ବର୍ତ୍ତମାନ ପାକିସ୍ତାନ ମୁସଲିମ୍ ଲିଗ୍ ନଓ୍ୱାଜ ପାର୍ଟିର ଅଧ୍ୟକ୍ଷ ଅଛନ୍ତି ।