୨ ଜଣ ଅଜଣା ବ୍ୟକ୍ତି ନମ୍ବର ପ୍ଲେଟ୍ ନଥିବା ଏକ ପଲ୍ସର୍ ବାଇକ୍ରେ ଆସି ଢାବା ମାଲିକଙ୍କ ସହ ୨ ମିନିଟ୍ ପ୍ରଥମେ କଥା ହୋଇଥିଲେ। ଏହାପରେ ଢାବା ମାଲିକ ଓ ତାଙ୍କ ସହଯୋଗୀଙ୍କ ଉପରେ ୪ ରାଉଣ୍ଡ ଗୁଳି ଚଳାଇଥିଲେ।
କେହି କୁଆଡ଼େ ନଥିଲେ, ହଠାତ୍ ପହଞ୍ଚିଲେ କିଛି ଲୋକ ଆଉ ଆଖିବୁଜା ଗୁଳିମାଡ଼ କଲେ। କେହି କିଛି ବୁଝିବା ଆଗରୁ ରାସ୍ତା ଉପରେ ରକ୍ତାକ୍ତ ଅବସ୍ଥାରେ ଲୋଟିପଡ଼ିଲେ ଜଣେ ଯୁବକ।
ଇସ୍ରାଏଲର ଜେରୁଜେଲମରେ ବଡ ଧରଣର ଗୁଳିକାଣ୍ଡ ହୋଇଛି। ଆତତାୟୀର ଅତର୍କିତ ଗୁଳିମାଡ଼ରେ ୭ ଜଣଙ୍କ ମୃତ୍ୟୁ ହୋଇଛି।
ଚଳିତ ବର୍ଷ ପ୍ରଥମ ୩ ସପ୍ତାହ ମଧ୍ୟରେ ଆମେରିକାରେ ୩୯ଟି ଗୁଳିକାଣ୍ଡ ହୋଇଛି। ୪ ଦିନ ମଧ୍ୟରେ ୨୩ ଜଣଙ୍କ ଜୀବନ ଗଲାଣି।
ଆମେରିକାରେ ଉତ୍ତରୀ ପ୍ରାନ୍ତ କେରୋଲିନାର ଏକ ଜନବସତିପୂର୍ଣ୍ଣ ଅଞ୍ଚଳରେ ଗୁରୁବାର ଆଖିବୁଜା ଗୁଳିଚାଳନା ହୋଇଛି। ଏଥିରେ ପୋଲିସ ଅଫିସରଙ୍କ ସମେତ ୫ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାର ପରେ ସ୍ଥାନୀୟ ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। କେରୋଲିନା
ଫ୍ରିଡମ ଡେ ପରେଡରେ ଆତତୀୟର ଆଖିବୁଜା ଗୁଳିମାଡ଼ରେ ରକ୍ତରଞ୍ଜିତ ହେଲା ଚିକାଗୋ....
ଏମିତି ଏ ସିନେମା ଯାହା ଅଧା ଅଧା ଭଳି ଲାଗୁଛି। ହେଲେ ଏହା ସତ ନା ଏହା ପଛରେ ରହିଛି ଆଉ କିଛି। ଅଧା ଲେଖା ଗପ ଫିଲ୍ମଟି ଦେଖିଲା ପରେ ଏ କଥାର ଉତ୍ତର ନିଶ୍ଚୟ ଦେଇ ପାରିବେ...
ଟୋକିଓ ପାରାଲିମ୍ପିକ୍ସ ସୁଟିଂରେ ଭାରତକୁ ଆଉ ୨ଟି ପଦକ। ମନୀଷ ନରୱାଲଙ୍କୁ ସ୍ୱର୍ଣ୍ଣ, ସିଂହରାଜଙ୍କୁ ରୌପ୍ୟ ପଦକ।
ସମ୍ପୂର୍ଣ୍ଣ ସ୍ୱାଭାବିକ ସ୍ଥିତି ଫେରିନଥିଲେ ବି ଧିରେ ଧିରେ ଅଣ୍ଟା ଶଳଖିବାକୁ ଚେଷ୍ଟା କରୁଛି ମନୋରଂଜନ ଦୁନିଆ । କରୋନା କଟକଣା କୋହଳ ହେବା ପରେ ଗାଇଡ୍ଲାଇନ୍ ମାନି ଚାଲିଛି ଲୋକପ୍ରିୟ ମନୋରଂଜନ ଚ୍ୟାନେଲ୍ ତରଙ୍ଗର ସିରିଏଲ ସୁଟିଂ