ଲୁଲୁ ଗ୍ରୁପ୍ ଭାରତରେ ୧୦ ହଜାର କୋଟି ଟଙ୍କା ନିବେଶ କରିବା ପାଇଁ ଯୋଜନା କରିଛି। ଆସନ୍ତା ୩ ବର୍ଷ ମଧ୍ୟରେ ନିବେଶ ସହ ଦେଶରେ ଅନେକ ଡେଷ୍ଟିନେସନ୍ ସପିଂ ମଲ୍ ଖୋଲିବ ବୋଲି ସୂଚନା ମିଳିଛି। ଫଳରେ ୫୦ ହଜାର ନିଯୁକ୍ତି ସୃଷ୍ଟି ହେବ।
ମାତ୍ର ୬ ଟଙ୍କା ପାଇଁ ଗଣିଲେ ୨୫ ହଜାର ଟଙ୍କା। ଗ୍ରାହକଙ୍କୁ କ୍ୟାରି ବ୍ୟାଗ୍ ବିକ୍ରି କରିବାରୁ ଏକ ସପିଂ ମଲ୍ ଉପରେ ଏହି ଫାଇନ୍ ପଡ଼ିଛି।
ରାଉରକେଲା ରେଳଷ୍ଟେସନ ନିକଟରେ ଥିବା କ୍ରସ୍ରୋଡ୍ ମଲ୍ରେ ଏଭଳି ଘଟଣା ଘଟିଛି । ଜଣେ ଯୁବତୀ ମଲ୍କୁ ବୁଲିବାକୁ ଆସିଥିଲେ ବୋଲି କହିଛନ୍ତି ।