ବିଜେଡି କର୍ପୋରେଟର ଅମରେଶ ଜେନା, ବିରଞ୍ଚି ନାରାୟଣ ମହାସୂପକାରଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କଲେ ଭୁବନେଶ୍ୱର ଜିଲ୍ଲା ବିଜେଡି ସଭାପତି ସୁଶାନ୍ତ ରାଉତ ।
ବିଜେଡିରୁ ଇସ୍ତଫା ଦେଇଥିବା ୪ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍ । କାହିଁକି ବିଧାୟକ ପଦ ରଦ୍ଦ ନ ହେବ ପକ୍ଷ ରଖିବାକୁ ନୋଟିସରେ ଉଲ୍ଲେଖ ରହିଛି। ଆସନ୍ତା ୨୭ ତାରିଖ ସୁଦ୍ଧା ଉତ୍ତର ଦେବାକୁ ନୋଟିସରେ କୁହାଯାଇଛି ।
ବନ୍ୟା ସମୟରେ ଗୋଟିଏ ପଞ୍ଚାୟତରେ ମାତ୍ର ୪୦-୫୦ ଜଣଙ୍କୁ ରନ୍ଧାଖାଦ୍ୟ ଦିଆଯାଇଥିଲା । କିନ୍ତୁ ୮୫୦ ଜଣଙ୍କୁ ରନ୍ଧାଖାଦ୍ୟ ବଣ୍ଟା ଯାଇଥିବାର ଏକ ମେସେଜ୍ ଆସିଥିଲା । ଏହା ଦେଖି ସେ ହସି ଦେଇଥିବା କହିଛନ୍ତି କନିଷ୍ଠ ଯନ୍ତ୍ରୀ ।