• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Shree Mandir

Biswabhusan Harichandan
ଶ୍ରୀମନ୍ଦିର ଦର୍ଶନ ପାଇଁ ଅସମ୍ଭାଳ ଭିଡ଼, ଅବ୍ୟବସ୍ଥା ନେଇ କ୍ଷୋଭ ପ୍ରକାଶ କଲେ ବିଶ୍ୱଭୂଷଣ ହରିଚନ୍ଦନ

ଶ୍ରୀଜିଉଙ୍କ ଦର୍ଶନ ପାଇଁ ଭକ୍ତ କଲବଲ ହେବା ପ୍ରସଙ୍ଗ ଉଠାଇଲେ...ଲମ୍ବା ଧାଡ଼ିରେ ଘଣ୍ଟା ଘଣ୍ଟା ଧରି ଛିଡ଼ା ହେବା ପ୍ରସଙ୍ଗ ଉଠାଇଲେ ... ଭକ୍ତଙ୍କ ମୌଳିକ ସମସ୍ୟା କଥା ଉଠାଉଛନ୍ତି ଛତିଶଗଡ଼ ରାଜ୍ୟପାଳ ...

nata mandap
ଶ୍ରୀମନ୍ଦିର ନାଟ ମଣ୍ଡପରେ ଚଢ଼ିଥିବା ଯୁବକ ଅଟକ

ଯୁବକ ଜଣଙ୍କ କୋଲକାତା ବେଲଡଙ୍ଗାର ଅଞ୍ଚଳର ସୂଚନା

MP aparajita Sarangi
'୩ଟି ଗୁରୁଦାୟିତ୍ୱରେ ଜଣେ ବ୍ୟକ୍ତି, ସଂଯୋଗ ନା ଯୋଜନା ?'

ଏହି ପ୍ରକ୍ରିୟା କେତେ ସ୍ୱଚ୍ଛ ଏବଂ ଏଥିରେ ପାରଦର୍ଶିତା କେଉଁଠି ଅଛି ବୋଲି ସେ ପ୍ରଶ୍ନ କରିଛନ୍ତି

Rath Yatra 2022 | Wood Logs Arrive In Puri For Chariot Works
ଘୋଷଯାତ୍ରା ପାଇଁ ପ୍ରସ୍ତୁତି; ଶ୍ରୀକ୍ଷେତ୍ରରେ ପହଞ୍ଚିଲା ରଥକାଠ

ବିଶ୍ୱ ପ୍ରଶିଦ୍ଧ ଘୋଷଯାତ୍ରା ପାଇଁ ପୁରୀରେ ପହଞ୍ଚିଲା ରଥ କାଠ । ରଥନିର୍ମାଣ ପାଇଁ ବିଳମ୍ବିତ ରାତିରେ ୪୦ ଫୁଟିଆ ଫାସୀ କାଠ ପହଞ୍ଚିଛି ।

Puri Srimandir
ଆଜି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ପଇତା ଲାଗି ନୀତି । ଏଥିପାଇଁ ଅପରାହ୍ଣ ୪ଟାରୁ ରାତି ୮ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

New Barricade
ଶ୍ରୀମନ୍ଦିର ଐତିହ୍ୟ କରିଡରରେ ନିର୍ମାଣ ହେବ ଆଉ ଏକ ପ୍ରାଚୀର? 

ଉତ୍କଳୀୟ କାରୁକାର୍ଯ୍ୟର ଝଲକ ଏହି ବ୍ୟାରିକେଡ୍‌ରେ ଦେଖିବାକୁ ମିଳିବ।

Puri Lord Jagannath
ଶ୍ରଦ୍ଧାଳୁଙ୍କ ପାଇଁ ଖୁସି ଖବର ! ଖୋଲିବ ଶ୍ରୀମନ୍ଦିର, ବଡ଼ ଠାକୁରଙ୍କୁ ମନ ଭରି ଦେଖିବେ ଭକ୍ତ

ଆଧାର କିମ୍ବା ଭୋଟର କାର୍ଡ ସହ ଡବଲ ଡୋଜ୍ ଟିକା ସାର୍ଟିଫିକେଟ ମଧ୍ୟ ଜରୁରୀ । ନଚେତ୍ ୯୬ ଘଣ୍ଟା ମଧ୍ୟରେ ହୋଇଥିବା ଆର୍‌ଟିପିସିଆର୍‌ ଟେଷ୍ଟ ନେଗେଟିଭ ରିପୋର୍ଟ ଦେଖାଇଲେ ଶ୍ରୀମନ୍ଦିରରେ ପ୍ରବେଶ ଅନୁମତି ମିଳିବ ।

ratna bhandar
କେବେ ହଜିଥିଲା ରତ୍ନ ଭଣ୍ଡାର ଚାବି ? RTIରୁ ମିଳିଲା ବଡ଼ ତଥ୍ୟ

ଆରଟିଆଇ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଭିତର ରତ୍ନଭଣ୍ଡାରର କୌଣସି ଚାବି ପୁରୀ ଜିଲ୍ଲା ରେକର୍ଡ ରୁମ୍‌ରେ କେବେ ବି ନଥିଲା । ଅସଲି କିମ୍ବା ନକଲି, କୌଣସି ବି ଚାବି ରେକର୍ଡ ରୁମ୍‌ରେ ରଖାଯାଇ ନାହିଁ ।

Puri Lord Jagannath
ବଦଳିବ ଆଖଡ଼ାର ରୁପରେଖ, ଖାଲି କୁସ୍ତି ନୁହେଁ ବିଭିନ୍ନ ଖେଳରେ ଦିଆଯିବ ପ୍ରଶିକ୍ଷଣ ! ଅଣ୍ଟା ଭିଡ଼ିଛି ପ୍ରଶାସନ

ସଜେଇ ହେଉଛି ପୁରୀର ବିଭିନ୍ନ କ୍ଲବ୍ । କ୍ରୀଡ଼ାର ବିକାଶ ପାଇଁ ହେଉଛି ବୃହତ ଯୋଜନା । ବିଭିନ୍ନ ଆଖଡ଼ାକୁ ନୂଆ ରୂପ ଦିଆଯାଉଛି । ଆନୁସଙ୍ଗିକ ବ୍ୟବସ୍ଥାକୁ ବଢ଼ାଇବା ସହ ଭିିତ୍ତିଭୂମିକୁ ଉନ୍ନତ କରାଯାଉଛି ।

Shree Mandir
ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଲାଗୁ ହେବ ଡ୍ରେସ୍‌କୋଡ୍‌ !

ଦେଶର କିଛି ପ୍ରାଚୀନ ଓ ବଡ଼ ମନ୍ଦିରରେ ପ୍ରବେଶ ପୂର୍ବରୁ ରହିଛି ସ୍ୱତନ୍ତ୍ର ଡ୍ରେସକୋର୍ଡ ନିୟମ । ଅର୍ଥାତ୍ ସେବକ ହୁଅନ୍ତୁ କି କର୍ମଚାରୀ ଅବା ଭକ୍ତ, ସମସ୍ତେ ପାରମ୍ପରିକ ପୋଷାକ ପିନ୍ଧିବାକୁ ବାଧ୍ୟ । ତାକୁ ଆଖିରେ ରଖି ଶ୍ରୀମନ୍ଦିରରେ ବି ଏଭଳି ବ୍ୟବସ୍ଥା ଲାଗୁ ପାଇଁ ହୋଇଛି ନିଷ୍ପତ୍ତି ।

ShreeMandir
ତରଙ୍ଗରେ ଆଜିଠାରୁ ପ୍ରସାରିତ ହେବ ବହୁ ପ୍ରତିକ୍ଷିତ ଧାରାବାହିକ ଶ୍ରୀମନ୍ଦିର

ତରଙ୍ଗରେ ଆଜିଠାରୁ ପ୍ରସାରିତ ହେବାକୁ ଯାଉଛି ବହୁ ପ୍ରତିକ୍ଷିତ ଧାରାବାହିକ ଶ୍ରୀମନ୍ଦିର । ଶ୍ରୀମନ୍ଦିର ସାକ୍ଷୀ ଥିବା କିଛି ତ୍ୟାଗ ଓ ଗୌରବମୟ କାହାଣୀକୁ ନେଇ ତରଙ୍ଗ ଟିଭି ପ୍ରସ୍ତୁତ କରିଛି ଏହି ନୂଆ ଧାରାବାହିକ ଶ୍ରୀମନ୍ଦିର ।

Jagannath Temple
ମହାପ୍ରଭୁଙ୍କ ପାଇଁ ସମର୍ପିତ ହେଲା 'ଶ୍ରୀମନ୍ଦିର'

ଆସନ୍ତା ୩୦ ତାରିଖ ସୋମବାରଠାରୁ ତରଙ୍ଗରେ ପ୍ରସାରଣ ହେବ ଧାରାବାହିକ ଶ୍ରୀମନ୍ଦିର। ଶ୍ରୀମନ୍ଦିର ଧାରାବାହିକ ସମ୍ପର୍କରେ ବିସ୍ତୁତ ଭାବେ ଜଗଦଗୁରୁଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ପୂର୍ବରୁ ପ୍ରସାରିତ ଶ୍ରୀଜଗନ୍ନାଥ ଧାରାବାହିକ ସମ୍ପର୍କରେ ବି ବିସ୍ତୁତ ଆଲୋଚନା କରିଥିଲେ।

reopening of Puri Jagannath temple
ଶ୍ରୀମନ୍ଦିର ପରିଚାଳନା କମିଟିର ପୁନର୍ଗଠନ, ୧୦ ସଦସ୍ୟଙ୍କୁ ମନୋନୀତ କଲେ ସରକାର

ପୁନର୍ଗଠନ ହେଲା ଶ୍ରୀମନ୍ଦିର ପରିଚାଳନା କମିଟି । ୧୦ ଜଣ ସଦସ୍ୟଙ୍କୁ ମନୋନୀତ କରିଛନ୍ତି ରାଜ୍ୟ ସରକାର । ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ର ହେଲେ ସଦସ୍ୟ । ମୁକ୍ତିମଣ୍ଡପକୁ ପ୍ରତିନିଧତ୍ତ୍ୱ କରିବେ ଅଶୋକ ମହାପାତ୍ର ।

vlcsnap-error940
ସ୍ନାନ ପୂର୍ଣମୀରେ ଶ୍ରୀମନ୍ଦିର ଉପରେ ଉଡ଼ିଲା ହେଲିକପ୍ଟର

ପୁରୀ: ସ୍ନାନବେଦୀରେ ଚତୁର୍ଦ୍ଧା ମୂର୍ତ୍ତିଙ୍କ ସ୍ନାନ ନୀତି ଚାଲିଥିବା ବେଳେ ଶ୍ରୀମନ୍ଦିର ବଳୟ ଉପରେ ଏକ ହେଲିକପ୍ଟର ଉଡ଼ିବା ଦେଖିବାକୁ ମିଳିଥିଲା । ଶ୍ରୀମନ୍ଦିର ଅଞ୍ଚଳ ନୋ ଫ୍ଲାଇଂ ଜୋନ୍ ହୋଇଥିବା ବେଳେ ହେଲିକପ୍ଟର ଉଡ଼ିବା ନେଇ ଆଶଙ୍କା ପ୍ରକାଶ ପାଇଥିଲା…