ଲତା ମଙ୍ଗେସକରଙ୍କ ପରଲୋକରେ ସାରା ଦେଶରେ ଶୋକର ଛାୟା ଖେଳି ଯାଇଛି। ଲତାଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତିଙ୍କ ଶୋକ ପ୍ରକାଶ କରିଛନ୍ତି। ଲତାଜୀଙ୍କ ପରଲୋକରେ ଦୁଃଖ ପ୍ରକାଶ କରିଛନ୍ତି ପଦ୍ମଶ୍ରୀ ଶ୍ୟାମାମଣୀ ଦେବୀ । ଶୁଣନ୍ତୁ ଲତାଜୀଙ୍କ ସହ ତାଙ୍କର ଅନୁଭୂତି ।