• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Siddaramaiah

Siddaramaiah,
୫ ବର୍ଷ ପାଇଁ କର୍ଣ୍ଣାଟକରେ ରାଜ୍‌ କରିବ ସିବ୍ଦୁ !

କର୍ଣ୍ଣାଟକରେ ପୁଣି କଂଗ୍ରେସ୍‌ର ରାଜ୍‌ । ଯେଉଁଠି ବଡବଡ ନେତା ଆଣ୍ଠେଇଛନ୍ତି, ସେଇଠି ସିବ୍ଦ୍‌ କ୍ଷମତାରେ ରହିଛନ୍ତି...ବିଜୟ ଯେମିତି ୟାଙ୍କ ସାଥୀ

Siddaramaiah
କର୍ଣ୍ଣାଟକରେ ଆଜିଠୁ ଚାଲିଲା ସିଦ୍ଦ ରାଜ୍

କର୍ଣ୍ଣାଟକରେ ଆଜିଠୁ ଚାଲିଲା ସିଦ୍ଦ ରାଜ୍ । ଦ୍ବିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସିଦ୍ଧରମୈୟା, ଡି.କେ.ଶିବକୁମାର ମିଳିଲା ଉପମୁଖ୍ୟମନ୍ତ୍ରୀ ପଦ । ଶପଥ ଗ୍ରହଣ ଉତ୍ସବରେ ମୋଦି ବିରୋଧୀଙ୍କୁ ନେଇ କଂଗ୍ରେସର ଶକ୍ତି ପ୍ରଦର୍ଶନ

Siddaramaiah
ଭେଟେରାନ୍ ସିଦ୍ଦରମୈୟା ହେବେ ମୁଖ୍ୟମନ୍ତ୍ରୀ

ସ୍ପଷ୍ଟ ହୋଇଛି କର୍ଣ୍ଣାଟକ ଚିତ୍ର। ନୂଆ ମୁଖ୍ୟମନ୍ତ୍ରୀ ହେବେ କଂଗ୍ରେସ୍ ଭେଟରାନ୍ ସିଦ୍ଦରମେୟା । ବହୁମତ ହାସଲ ପରେ ମୁଖ୍ୟମନ୍ତ୍ରୀ ହେବାକୁ ନେଇ ଡିକେ ଶିବକୁମାର ଓ ସିଦ୍ଦରମେୟାଙ୍କ ଭିତରେ ଲାଗି ରହିଥିବା ଛକାପଞ୍ଝାର ଅବସାନ ଘଟିଛି ।

Siddaramaiah
କର୍ଣ୍ଣାଟକ ସିଂହାସନରେ ବସିବେ ସିଦ୍ଦରମୈୟା : ଉପ-ମୁଖ୍ୟମନ୍ତ୍ରୀ ପଦରେ ସନ୍ତୁଷ୍ଟ ରହିବେ ଶିବକୁମାର

୫ ଦିନର ଘମାଘୋଟ କସରତ ଆଉ ୨୦ରୁ ଅଧିକ ବୈଠକ । ବେଙ୍ଗାଲୁରୁ ଦିଲ୍ଲୀ ଯାଏଁ ହଟଚମଟ । ଏସବୁର ଅବସାନ ଘଟାଇ ଶେଷରେ କର୍ଣ୍ଣାଟକର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିଛି କଂଗ୍ରେସ।

Siddaramaiah
କର୍ଣ୍ଣାଟକ CM ମୁକୁଟ ପିନ୍ଧିବେ ସିଦ୍ଦରମୈୟା

ସାଢ଼େ ୬ କୋଟି କର୍ଣ୍ଣାଟକବାସୀଙ୍କ ମୁଖିଆ ସାଜିବେ ସିଦ୍ଦରମୈୟା ।

Siddaramaiah
ସିଦ୍ଦରମୟା ମାରିନେବେ କି କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ଚୌକି ?

କର୍ଣ୍ଣାଟକ ସିଏମ୍ ରେସ୍‌ରେ ବାଜି ମାରିନେବେ କି ସିଦ୍ଦରମୈୟା? ସେ ଆସନ୍ତାକାଲି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ବୋଲି ଚର୍ଚ୍ଚା ଜୋର ଧରିବା ପରେ, ତାଙ୍କ ସମର୍ଥକଙ୍କ ମଧ୍ୟରେ ଉତ୍ସାହର ଲହରି ।

Karnataka CM tussle
କିଏ ହେବେ କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ, ଚଉକି ଟଣାଭିଡ଼ା ଭିତରେ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ହେବେ କିଏ? ସିଦ୍ଧରମୈୟା ନା ଶିବକୁମାର? କାହା ମୁଣ୍ଡରେ ସୁନାକଳସ ଦେବେ ଖଡଗେ? ତେବେ ଏଭଳି କଳ୍ପନାଜଳ୍ପନା ଭିତରେ ହାଇକମାଣ୍ଡଙ୍କ ନିଷ୍ପତ୍ତିକୁ ଅପେକ୍ଷା।

DK Shivakumar v Siddaramaiah
ଶିବକୁମାର ନା ସିଦ୍ଦରମେୟା ? କାହାର ପଲ୍ଲା ଭାରି

ସିଏମ୍ ପଦ ଲାଗି ଏବେ ଦୌଡ଼ରେ ଦୁଇ ପ୍ରମୁଖ ଦାବିଦାର। ଜଣେ ପୂର୍ବତନ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟା। ଅନ୍ୟଜଣେ ରାଜ୍ୟ ପିସିସି ସଭାପତି ଡିକେ ଶିବକୁମାର। ଉଭୟଙ୍କୁ ମୁଖ୍ୟମନ୍ତ୍ରୀ ପଦରେ ଦେଖିବା ଲାଗି ନିଜ ନିଜ ସମର୍ଥକଙ୍କ ପକ୍ଷରୁ ଆରମ୍ଭ ହୋଇଗଲାଣି ପ୍ରତିଯୋଗିତା।