କେବଳ ବାପା ନୁହଁନ୍ତି, ସିଦ୍ଧୁଙ୍କ ମା ଚରଣ କୌର୍ ମଧ୍ୟ ପୁଅର ସ୍ମୃତି ଉଦ୍ଦେଶ୍ୟରେ ଟାଟୁ କରିଛନ୍ତି।
ପୋଲିସ ଏନ୍କାଉଣ୍ଟର ବେଳେ ବିପରିତ ଦିଗରୁ ମଧ୍ୟ ଗୁଳି ବର୍ଷା ହୋଇଥିଲା । ଏଥିରେ ୩ ଜଣ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି ।
କଡ଼ା ସୁରକ୍ଷା ମଧ୍ୟରେ ସିଦ୍ଧୁ ମୁସେୱାଲାଙ୍କ ଘରକୁ ଗଲେ ପଞ୍ଜାବ ମୁଖ୍ୟମନ୍ତ୍ରୀ ଭଗୱନ୍ତ ମାନ୍ ।
ସିଦ୍ଧୁ ମୁସେୱାଲାଙ୍କ ହତ୍ୟା ଘଟଣାର ୫ ଦିନ ପରେ ସରକାର ଏନେଇ ନିଷ୍ପତି ନେଇଛନ୍ତି ।
ସିବିଆଇ ଓ ଏନ୍ଆଇଏ ତଦନ୍ତ ଦାବି କଲେ ସିଦ୍ଧୁଙ୍କ ବାପା
ଗୁଳିମାଡ଼ରେ ପ୍ରାଣ ହରାଇଥିବା ସିଦ୍ଧୁ ମୁସେୱାଲା ନିଜ ମୃତ୍ୟୁ ସମ୍ପର୍କରେ ପୂର୍ବରୁ ଜାଣିପାରିଥିଲେ କି ?