• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Silicon Statue For Fathers Memory

Love Beyond Death
ଅନନ୍ୟ ପ୍ରେମ, ସ୍ୱାମୀଙ୍କ ସିଲିକନ ପ୍ରତିମୂର୍ତ୍ତି ସ୍ଥାପନ କରି କଲେ ପ୍ରାଣ ପ୍ରତିଷ୍ଠା

ମୃତ୍ୟୁ ପରେ ବି ଜୀବନ୍ତ କରି ରଖିବାର ଇଚ୍ଛା । ସ୍ୱାମୀଙ୍କ ସିଲିକନ ପ୍ରତିମୂର୍ତ୍ତି କରି ସେଥିରେ କଲେ ପ୍ରାଣ ପ୍ରତିଷ୍ଠା । ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାର ଡାକ୍ତର ସମୀର ରାୟଙ୍କ ପତ୍ନୀ ସାଗରିକା ରାୟ ସୃଷ୍ଟି କରିଛନ୍ତି ପ୍ରେମର ଏଭଳି ଅନନ୍ୟ ଉଦାହରଣ

SiliconStatue
Silicon Statue: ମୃତ ସ୍ୱାମୀଙ୍କ ସିଲିକନ ପ୍ରତିମୂର୍ତ୍ତି ସ୍ଥାପନ କଲେ...ପୂଜାର୍ଚ୍ଚନା ପରେ ପ୍ରାଣ ପ୍ରତିଷ୍ଠା

ରାୟଗଡ଼ା ଜିଲ୍ଲା ମୁନିଗୁଡ଼ାର ଡାକ୍ତର ସମୀର ରାୟଙ୍କ ପତ୍ନୀ ସାଗରିକା ରାୟ ନେଇଛନ୍ତି ଏପରି ଭିନ୍ନ ପଦକ୍ଷେପ। ସ୍ୱାମୀଙ୍କ ମୃତ୍ୟୁ ପରେ ସିଲିକଲ ପ୍ରତିମୂର୍ତ୍ତି ନିର୍ମାଣ କରାଇ ପ୍ରାଣ ପ୍ରତିଷ୍ଠା କରାଇଛନ୍ତି। ହିନ୍ଦୁ ରୀତିନୀତିରେ ଦେବଦେବୀଙ୍କ ପୂଜାର୍ଚ୍ଚନା ପରି ନନା ମନ୍ତ୍ରପାଠ କରି ପ୍ରତିମୂର୍ତ୍ତିର ପ୍ରାଣ ପ୍ରତିଷ୍ଠା କରାଇଛନ୍ତି।

Silicon Statue for fathers Memory
କରୋନା ନେଲା ଜୀବନ, ବାପାଙ୍କ ଜୀବନ୍ତ ଷ୍ଟାଚ୍ୟୁ ତିଆରି କଲା ପୁଅ

ପୁଅ ସବୁବେଳେ ଚାହେଁ ବାପା ସବୁ ବେଳେ ଥାଆନ୍ତୁ। ଦୁଃଖ ସୁଖଠାରୁ ଆରମ୍ଭ କରି ଭଲମନ୍ଦରେ ସାଥ୍ ଦିଅନ୍ତୁ। ହେଲେ ମହାରାଷ୍ଟ୍ରର ଜଣେ ଯୁବକ ପରଲୋକ ପରେ ନିଜ ବାପାଙ୍କୁ ଏମିତି ରଖିଛନ୍ତି, ଯାହା ଦେଖିବାକୁ ଜୀବନ୍ତ। ମହାରାଷ୍ଟ୍ର ସାଙ୍ଗଲି ଜିଲ୍ଲାରେ ଜଣେ ପୁଅ ନିଜ ପିତାଙ୍କର ଏକ ସିଲିକନ ଷ୍ଟାଚ୍ୟୁ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି।