ଭୁବନେଶ୍ୱର ବିମାନ ବନ୍ଦର ପରିସରରୁ ଦୁଇ ଦୁଇଟି ଭ୍ୟାନରୁ ମିଳିଥିବା ବିପୁଳ ସୁନା, ରୁପା ଗଣତିରେ ଯବନିକା ପଡ଼ିଛି ସତ । କିନ୍ତୁ, ଫିଟୁନି ପ୍ରେରକ ଓ ଗ୍ରାହକଙ୍କ ସଂପର୍କିତ ରହସ୍ୟ ।
ଭୁବନେଶ୍ୱରରେ କଣ୍ଟେନରରୁ ୫୦ କେଜି ସୁନା, ୨ କ୍ୱିଣ୍ଟାଲ ରୁପା ଜବତ କଲା ସିଟି-ଜିଏସ୍ଟି ସ୍କ୍ୱାଡ୍ । ଏୟାରପୋର୍ଟ ପାଖରୁ ଯାଞ୍ଚ କରି ଧରିଛି ସିଟି-ଜିଏସ୍ଟି ସ୍କ୍ୱାଡ୍ ।
ରାଜ୍ୟ ସମବାୟ ହସ୍ତଶିଳ୍ପ ନିଗମ ପକ୍ଷରୁ ରୁପା ତାରକସୀକୁ ଜିଆଇ ମାନ୍ୟତା ଦେବା ପାଇଁ ୨୦୨୧ ମସିହାରେ ଆବେଦନ କରାଯାଇଥିଲା।
ଆନ୍ତର୍ଜାତୀୟ ବଜାରରେ ସୁନାର ମୂଲ୍ୟରେ ପରିବର୍ତ୍ତନ ହୋଇଛି। ଆନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୬,୯୫୦ ଟଙ୍କା ହୋଇଛି।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି ।
୧୯ ବର୍ଷ ପରେ ବିଶ୍ୱ ଚାମ୍ପିଅନ୍ସିପରେ ଜାଭେଲିନ୍ ଥ୍ରୋରେ ରୌପ୍ୟ ଜିତିଲେ ନିରଜ। ଖୁସିରେ ଝୁମୁଛି ଗାଁରୁ ଦେଶ, ନିରଜଙ୍କ ନିକଟକୁ ଛୁଟୁଛି ଶୁଭେଚ୍ଛାର ସୁଅ....
ଆସନ୍ତାବର୍ଷ ରଥଯାତ୍ରାବେଳେ କଳାହାଟ ଦ୍ୱାର ରୁପା ଛାଉଣୀ ହେବ। ଏଣୁ ଏତେଦିନ ପର୍ଯ୍ୟନ୍ତ ନିଳାଦ୍ରୀ ଭକ୍ତ ନିବାସରେ ରୁପାକୁ ସୁରକ୍ଷିତ ରଖିବା ସମ୍ଭବ ହେଉନଥିବାରୁ ଏହାକୁ କୋଷାଗାରକୁ ନିଆଯିବାକୁ ନିଷ୍ପତ୍ତି ହୋଇଥିଲା।
ଭାରତୀୟ ସୁନାରୂପା ବଜାରରେ ଆଜି ଅର୍ଥାତ୍ ଜୁଲାଇ ୨୬, ୨୦୨୧ରେ ସୁନା ମୂଲ୍ୟରେ ଏକ ତୀବ୍ର ବୃଦ୍ଧି ଦେଖାଦେଇଛି। ଏହା ଦ୍ୱାରା ସୁନା ୧୦ ଗ୍ରାମ ପ୍ରତି ୪୬,୭୫୩ ଟଙ୍କାରେ ପହଞ୍ଚିଛି। ସେହିପରି ରୂପା ମୂଲ୍ୟ ମଧ୍ୟ ବୃଦ୍ଧି ପାଇଛି।