କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ସୁନାର ମୂଲ୍ୟ ସାମାନ୍ୟ କମ୍ ରହିଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ଟଙ୍କା ରହିଛି ।
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ସୁନାର ମୂଲ୍ୟ ସ୍ଥିର ରହିଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୩୫୦ ଟଙ୍କା ରହିଛି ।
ସ୍ଥିର ରହିଛି ସୁନାର ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ସୁନାର ମୂଲ୍ୟ ସ୍ଥିର ରହିଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୪୦୦ ଟଙ୍କା ରହିଛି ।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୪୦୦ ଟଙ୍କା ରହିଛି ।
ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୫୦ ଟଙ୍କା ରହିଛି ।
କମିଲା ସୁନା ଦର । ଆଜି ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖାଦେଇଛି । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଏହି କ୍ରମରେ ଆଜି ମଧ୍ୟ ମୂଲ୍ୟ ପରିବର୍ତ୍ତନ ହୋଇଛି । ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୫୦ ହଜାର ୮୦୦ ଟଙ୍କା ରହିଛି ।
ଆଜି ସୁନା ଦାମ୍ ପୁଣି ୫୦ ହଜାର ଟଙ୍କା ପାର୍ କରିଛି। ପାର୍ବଣ ସମୟରେ ସୁନାର ଚାହିଦାକୁ ଦୃଷ୍ଟିରେ ରଖି ଦର ମହଙ୍ଗା ହୋଇଥିବା କୁହାଯାଉଛି।
ଶନିବାର ତୁଳନାରେ ସୋମବାର ରୂପା ଦରରେ କୌଣସି ପରିବର୍ତ୍ତନ ହୋଇନି ।
ସାମାନ୍ୟ ବଢିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ବୃଦ୍ଧି ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୨,୨୫୦ ରହିଛି
କମିଲା ସୁନା ଦର । ଭାରତୀୟ ବଜାରରେ ପ୍ରତିଦିନ ସୁନା-ରୂପା ଦରରେ ପରିବର୍ତ୍ତନ ହୋଇଥାଏ । ଆଜି ଦର ସାମାନ୍ୟ ହ୍ରାସ ପାଇଛି । ଫଳରେ ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମ ମୂଲ୍ୟ ପିଛା ୫୧,୮୫୦ ରହିଛି
ଆଜି ସକାଳେ MCXରେ ସୁନା ପ୍ରତି ୧୦ ଗ୍ରାମକୁ ୫୧,୩୪୩ ଟଙ୍କାରେ କାରବାର ଚାଲିଥିଲା। ଗତକାଲି ବୁଲିଅନ୍ ମାର୍କେଟ୍ରେ ସୁନା ଓ ରୁପା ଦର ବୃଦ୍ଧି ପାଇଥିବା ଦେଖିବାକୁ ମିଳିଥିଲା।
ଆଜି ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୫୨,୦୯୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୮,୫୦୦ ଟଙ୍କା ରହିଛି। ସେହିପରି ୨୨ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୪୭,୭୫୦ ଟଙ୍କା ରହିଛି।
ସୁନା ଦର ସାମାନ୍ୟ ହ୍ରାସ ପାଇଥିବା ବେଳେ ରୁପା ଦର ବୃଦ୍ଧି ପାଇଛି। ଆଜି ସୁନା ଦର ୫୨ ହଜାର ଟଙ୍କା ତଳକୁ ଥିବାବେଳେ ରୁପା ଦର ବୃଦ୍ଧି ପାଇ ୫୭ ହଜାର ଟଙ୍କା ପାର୍ କରିଛି।
ଆଜି ୨୪ କ୍ୟାରେଟ୍ ସୁନା ପ୍ରତି ୧୦ ଗ୍ରାମକୁ ୫୧,୪୪୦ ଟଙ୍କା ଥିବାବେଳେ ରୂପା ଦର ପ୍ରତି କିଲୋକୁ ୫୭,୫୦୦ ଟଙ୍କା ରହିଛି। ଗତକାଲି ତୁଳନାରେ ଆଜି ସୁନା ଓ ରୁପା ଦରରେ ହ୍ରାସ ଘଟିଥିବା ଦେଖିବାକୁ ମିଳିଛି।