ସିମ୍ କାର୍ଡ ବିକ୍ରି ପାଇଁ ଆସିଲା ନୂଆ ନିୟମ । ଯେ କେହି ଚାହିଁଲେ ବିକି ପାରିବେନି । କେବଳ ପଞ୍ଜୀକୃତ ବିକ୍ରେତାଙ୍କୁ ମିଳିବ ସିମ୍ କାର୍ଡ ବିକ୍ରି ଅନୁମତି ।
ସିମ୍ ବିକ୍ରି କରିବା ଲାଗି ଅଭିଯୁକ୍ତମାନେ ସୋସିଆଲ୍ ମିଡିଆରେ ଏକ ଗ୍ରୁପ୍ କରିଥିଲେ। ଗୋଟିଏ ସିମ୍ ବିକ୍ରି କରୁଥିଲେ ଏମାନଙ୍କୁ ୪ ଶହ ଟଙ୍କା ମିଳୁଥିଲା।