ଜାନୁଆରୀ ୧୬ ତାରିଖରେ NTCA, ଓ୍ୱାଇଲ୍ଡ ଲାଇଫ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ ସମେତ ରାଜ୍ୟ ବନ ବିଭାଗର ସଦସ୍ୟଙ୍କୁ ନେଇ ଗଠିତ ମନିଟରିଂ ଟିମ ଆସି ‘ଜିନ୍ନତ’ର ବ୍ୟବହାର ଅନୁଧ୍ୟାନ କରିଥିଲେ।
ନିକଟରେ ଅତ୍ୟାଧୁନିକ ଏଆଇ କ୍ୟାମେରା ଲଗାଯିବା , ଶିମିଳିପାଳ ଅଭୟାରଣ୍ୟ ପାଇଁ ସ୍ଵତନ୍ତ୍ର ଏନଫୋ୍ର୍ସମେଣ୍ଟ ଟିମ୍ ଯେପରି ପୋଲିସ ଓ ବନ କର୍ମଚାରୀ ମିଳିତଭାବେ ସୁରକ୍ଷା କାର୍ଯ୍ୟରେ ନିୟୋଜିତ ହେବା ଏବଂ ଏହା ସହ ଶିମିଳିପାଳ ରେ ସ୍ୱତନ୍ତ୍ର ଇଣ୍ଟେଲିଜେନ୍ସ ଟିମ୍ ମଧ୍ୟ ଗଠନ କରାଯାଇଅଛି ।
ଏଆଇ ତଥ୍ୟ ଆଧାରରେ ଏନ୍ଫୋର୍ସମେଣ୍ଟ ସ୍କ୍ୱାର୍ଡ ଆଜି କପ୍ତିପଦା ଥାନା ନଛିପୁର ଗାଁରେ ଚଢ଼ଉ କରିଥିଲା। ଆଉ ଶିକାର ଅଭିଯୋଗରେ ରାଜକିଶୋର ନାଏକ ଓ କାଳିଚରଣ ଦେହୁରୀଙ୍କୁ ଗିରଫ କରିଥିଲା।
ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ବଡଖମଣ ପଞ୍ଚାୟତ ଅନନ୍ତପୁର ଗାଁର ବୁଧୁରାମ ହାଁସଦା, ମୁନିରାମ ହେମ୍ବ୍ରମ ଓ ମାଧବ ସିଂ ଶିମିଳିପାଳ ଅଭୟାରଣ୍ୟକୁ ଶିକାର ଉଦ୍ଦେଶ୍ୟରେ ଯାଇଥିଲେ।
କହିବାକୁ ଗଲେ ଭବାନୀ ସମସ୍ତଙ୍କ ମନ କିଣି ନେଇଥିଲା। ସବୁଠାରୁ ରୋଚକ କଥା ହେଉଛି ବନ୍ୟ ଯନ୍ତୁଙ୍କ ଶତ୍ରୁ ପାଲଟିଥିବା ଭବାନୀ ଏହାରି ଭିତରେ ପ୍ରେମରେ ପଡ଼ିଥିଲେ। ସିଏ କୁଆଡେ ପୁରୁଷ ହାତୀ ମହେନ୍ଦ୍ରର ପ୍ରେମରେ ପଡ଼ିଥିଲେ। ମହେନ୍ଦ୍ର ହେଉଛନ୍ତି ଆଉ ଏକ ପୋଷା ପୁରୁଷ ହାତୀ।
ବିଫଳ ହେଲା ପ୍ରାଣୀ ଚିକିତ୍ସକଙ୍କ ପ୍ରଚେଷ୍ଟା । ସ୍ବତନ୍ତ୍ର କୋଠରୀରେ ନନ୍ଦନକାନନ ଓ ଓୟୁଏଟି ପ୍ରାଣୀ ଚିକିତ୍ସକଙ୍କ ତତ୍ବାବଧାନରେ ଚାଲିଥିବା ଚିକିତ୍ସା ହେଲା ଫେଲ୍।
୨ ଦିନ ତଳେ ପଶ୍ଚିମବଙ୍ଗ ବାଙ୍କୁରାରେ ଜିନ୍ନତକୁ ଟ୍ରାଙ୍କୁଲାଇଜ୍ କରାଯିବା ପରେ, ଓଡ଼ିଶା ନ ପଠାଇ ବାଘୁଣୀକୁ ଆଲିପୁର ଚିଡ଼ିଆଖାନା ନିଆଯାଇଥିଲା । ଏହାକୁ ନେଇ ହରଡ଼ଘଣାରେ ପଡିଥିଲା ପଶ୍ଚିମବଙ୍ଗ ବନବିଭାଗ ।
ଶିମିଳିପାଳର ବାଘୁଣୀ ଜିନ୍ନତ ଗତରାତିରେ ଝାଡ଼ଖଣ୍ଡର ଜାମସେଦପୁର ରେଞ୍ଜ୍ ଛାଡ଼ି ପଶ୍ଚିମବଙ୍ଗର ବେଲପାହାଡି ଜଙ୍ଗଲକୁ ପଳାଇଥିଲା । ତେବେ ବାଘୁଣୀ ଏବେ ଆଉ ସେଠାରେ ନାହିଁ ।
ଶିମିଳିପାଳ ପାଇଲା ଦ୍ୱିତୀୟ ମରାଠା ବାଘୁଣୀ । ଜିନ୍ଗତ ବିବିଧତା ପାଇଁ ଯମୁନା ପରେ ଜିନତକୁ ନିଜର କରିଛି ରାଜ୍ୟର ସବୁଠୁ ବଡ଼ ବ୍ୟାଘ୍ର ଅଭୟାରଣ୍ୟ ।
ମହାରାଷ୍ଟ୍ର ତଡ଼ବା ଜଙ୍ଗଲରୁ ବାଘୁଣୀ ଯମୁନା ଆସିବାର ୧୭ ଦିନ ପରେ, ଗତକାଲି ଆସିଛି ଦ୍ବିତୀୟ ବାଘୁଣୀ ଜିନତ୍ ।
ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆଜିଠୁ ଖୋଲିଲା ଶିମିଳିପାଳ ଜାତୀୟ ଉଦ୍ୟାନ । ବାତ୍ୟା "ଦାନା"ପାଇଁ ଗତ ୨୩ ତାରିଖରୁ ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳକୁ ସମ୍ପୂର୍ଣ୍ଣ ଭାବେ ବନ୍ଦ ରଖିଥିଲେ କର୍ତ୍ତୃପକ୍ଷ।
ମହାରାଷ୍ଟ୍ରର ତାଡୋବା ଜଙ୍ଗଲରୁ ଏହି ଦୁଇ ମହାବଳ ବାଘ ଆସିବେ । ଶିମିଳିପାଳର ସ୍ୱତନ୍ତ୍ର ଟିମ୍ ତାଡ଼ୋବା ଯାଇ ବାଘ ଚିହ୍ନଟ କରିବା ପରେ ଆଇନ ଅନୁଯାୟୀ ବିଭିନ୍ନ ପ୍ରକ୍ରିୟା କରାଯାଇ ବାଘ ଅଣାଯିବ ।
ଶିମିଳିପାଳ ଅଭୟାରଣ୍ୟ ପାଲଟିଛି ଅଫିମ ବଣ । କୋର୍ ଏରିଆରେ ଖୁଲମ୍ ଖୁଲା ଚାଲିଛି ଅଫିମ ଚାଷ ।
ଶିମିଳିପାଳ ଅଭୟାରଣ୍ୟ ପାଲଟିଛି ଅଫିମ ବଣ । କୋର୍ ଏରିଆରେ ଖୁଲମ୍ ଖୁଲା ଚାଲିଛି ଅଫିମ ଚାଷ ।
ଏକର ଏକର ଜମିରେ ଫଳିଛି ଅଫିମ। କେଉଁଠି ଫୁଲ ଧରିଛି ତ କେଉଁଠି ଫଳ ପାଚିଲାଣି। ଫସଲ ଏମିତି ମାଡ଼ିଛି ଯେ, କ୍ଷେତକୁ ଆଖି ପାଉନି। ନିଶାଦ୍ରବ୍ୟ ଅଫିମର ଏହି ହବ୍ ହେଉଛି ଶିମିଳିପାଳ।
ଟ୍ରାପ୍ କ୍ୟାମେରା ଦ୍ୱାରା ଏବେ ଧରାପଡ଼ିଲା ଶିକାରୀ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘X’ରେ ଏହି ସୂଚନା ଦେଇଛନ୍ତି PCCF ସୁଶାନ୍ତ ନନ୍ଦ।
ବିଶ୍ୱରେ ପ୍ରଥମ ଥର ପାଇଁ ଶିମିଳିପାଳ ନିକଟରେ ହେବ କଳାବାଘ ସଫାରୀ। ହେଲେ କେମିତି ହେବ ଏହାର ରୂପରେଖ ? ଇନ୍ ବ୍ରିଡିଂ ଯୋଗୁ କଳାବାଘଙ୍କ ସଂଖ୍ୟା ବଢ଼ୁଥିବା ବେଳେ ହ୍ରାସ ପାଉଥିବା ମହାବଳ ବଂଶକୁ କେମିତି ଦିଆଯିବ ସୁରକ୍ଷା ?
ଶିମିଳିପାଳର ସୁରକ୍ଷା ଲାଗି ନିକଟରେ ୧୪ଟି କଷ୍ଟମାଇଜଡ୍ ଭେଇକିଲ ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର। ହେଲେ ଶିମିଳିପାଳ ଅଭୟାରଣ୍ୟରେ ଅଧା କର୍ମଚାରୀ ପଦବୀ ଫାଙ୍କା ଥିବା ଏସବୁ ଗାଡ଼ିରେ କିଏ ଓ କେମିତି ସୁରକ୍ଷା ଯୋଗାଇବ ତା’କୁ ନେଇ ଉଠିଛି ପ୍ରଶ୍ନ।
ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ ଅଭୟାରଣ୍ୟ । ଚଳିତ ବର୍ଷ ଶିମିଳିପାଳ ଅଭୟାରଣ୍ୟକୁ ସମ୍ପୂର୍ଣ୍ଣ ପ୍ଲାଷ୍ଟିକ ମୁକ୍ତ ଘୋଷଣା କରାଯାଇଛି ।
ଶିମିଳିପାଳରେ ଗତ କିଛିଦିନ ହେବ ଲଗାତାର କାଠ ମାଫିଆଙ୍କ ପାଦୁର୍ଭାବ ବଢୁଛି । ବଢ଼ିଛି ବନ୍ୟଜନ୍ତୁ ଶିକାର । ହାତୀ ଓ ବାଘଙ୍କ ମୃତ୍ୟୁ ଏବଂ ଶେଷରେ ଦୁଇଜଣ ବନ କର୍ମଚାରୀଙ୍କୁ ଗୁଳିକରି ହତ୍ୟା କରାଯାଇଛି । ଆଉ ଏଭଳି ସମୟରେ ଏବେ ଜୋରଦାର ହୋଇଛି ।
ସକାଳୁ ମହାଦେବଙ୍କ ପୂଜାର୍ଚ୍ଚନା କଲେ ମହାମହିମ । ପଣ୍ଡିତ ରଘୁନାଥ ମୁର୍ମୁଙ୍କ ସମାଧିରେ ଦେଲେ ଶ୍ରଦ୍ଧାଞ୍ଜଳି । ପ୍ରୋଟୋକଲ ଭାଙ୍ଗି ନିଜ ଘରେ ରାତ୍ରିଯାପନ କଲେ ।
ପର୍ଯ୍ୟଟକଙ୍କୁ ଆକର୍ଷିତ କରୁଛି ଶିମିଳିପାଳ ଜାତୀୟ ଉଦ୍ୟାନ । ସବୁଜ ବନାନୀ, ନଭଶ୍ଚୁମ୍ବୀ ପର୍ବତ ସାଙ୍ଗକୁ ଝରଣାର କୁଳୁକୁଳ ଶବ୍ଦ । ପ୍ରକୃତିର ମନଲୋଭା ଦୃଶ୍ୟକୁ ଉପଭୋଗ କରିବାକୁ ଜମୁଛି ଭିଡ଼ ।
ରାଜ୍ୟରେ ମହାବଳ ବାଘ ବଂଶ ଲୋପ ପାଇବାକୁ ବସିଥିବା ବେଳେ, ଏଭଳି ଶିକାର ଘଟଣା ଶିମିଳିପାଳର ସୁରକ୍ଷା ବ୍ୟବସ୍ଥା ଉପରେ ବିରାଟ ପ୍ରଶ୍ନଚିହ୍ନ ଲଗାଇଛି ।
ଦନ୍ତାହାତୀ ଶିକାର ପରେ ଏବେ ଶିମିଳିପାଳରେ ମହାବଳ ବାଘ ଶିକାର ହୋଇଥିବା ଖବର ସାମ୍ନାକୁ ଆସିଛି। ମାସକ ପୂର୍ବେ ବାଘକୁ ଶିମିଳିପାଳରେ ଗୁଳି କରି ଶିକାର କରାଯାଇ ଥିବା ଅନୁମାନ କରାଯାଉଛି।
ଡାକବଙ୍ଗଳାରେ ରାତ୍ରିଯାପନ ପାଇଁ ପର୍ଯ୍ୟଟକମାନେ ଅଗ୍ରୀମ ଦେୟ ପୈଠକରି କେବଳ ଅନଲାଇନରେ ସଂରକ୍ଷଣ କରିବାକୁ ପଡ଼ିବ।