• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Similipal National Park

Similipal National Park
ଆଜିଠାରୁ ଶିମିଳିପାଳ ଅଭୟାରଣ୍ୟ ଭିତରେ ଚାଲିବ ୬ଟି ଟ୍ରାଭେଲର ବସ୍

ଶିମିଳିପାଳକୁ ଆସୁଥିବା ପର୍ଯ୍ୟଟକ ପାଇଁ ଖୁସି ଖବର । ଶିମିଳିପାଳ ଅଭୟାରଣ୍ୟରେ ପର୍ଯ୍ୟଟକଙ୍କ ବୁଲିବା ପାଇଁ ବନ ଭିଭାଗ ପକ୍ଷରୁ ଆଜିଠୁ ୬ଟି ବସ୍ ଚଳାଚଳ ଆରମ୍ଭ କରାଯାଉଛି ।

Similipal National Park
ପର୍ଯ୍ୟଟକଙ୍କ ପ୍ରବଳ ଭିଡ଼ : DayTourist ଙ୍କ ଲାଗି ଆଜି ବି ବନ୍ଦ ରହିଲା ଶିମିଳିପାଳ

ନୂଆବର୍ଷରେ ଶିମିଳିପାଳରେ ପର୍ଯ୍ୟଟକଙ୍କ ଭିଡ଼ : ଆଜି DayTourist ଙ୍କ ଲାଗି ଆଜି ବି ବନ୍ଦ ରହିଲା ଶିମିଳିପାଳ

Similipal National Park Closed For Tourists
୩ ଦିନ ହେଲା ବନ୍ଦ ରହିଛି ଶିମିଳିପାଳ

ଲଗାଣ ବର୍ଷା ପାଇଁ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକ ମାନଙ୍କ ପାଇଁ ବନ୍ଦ। ଏନେଇ ଶିମିଳିପାଳ ନର୍ଥ ଡିଭିଜନ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।

Similipal National Park Closed For Tourists For Indefinite Period
ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ଘୋଷଣା କରାଯାଇଛି।

ପର୍ଯ୍ୟଟକଙ୍କ ଲାଗି ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ ଘୋଷଣା କରାଯାଇଛି। ବର୍ଷା ଓ କୁହୁଡ଼ି ଯୋଗୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ ଘୋଷଣା କରାଯାଇଛି। ଏନେଇ ଶିମିଳିପାଳ ଜାତୀୟ ଉଦ୍ୟାନ ଉପନିର୍ଦ୍ଦେଶକ ସାଇକିରଣ ଡିଏନ୍‌ ଘୋଷଣା କରିଛନ୍ତି।

Similipal National Park Opens For Tourists From Today
କଟକଣା ମାନି ଶିମିଳିପାଳ ବୁଲିବେ

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ.. ପ୍ରତି ବର୍ଷ ପରି ଏଥର ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍ ଓ ଯଶୀପୁର ପଟରୁ କାଳିଆମି ଗେଟ୍ ଦେଇ ପଯର୍ୟଟକମାନେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିପାରିବେ..

Similipal National Park
ଆଜିଠୁ ଖୋଲିବ ଶିମିଳିପାଳ, କୋଭିଡ୍‌ ଗାଇଡ୍‌ଲାଇନ୍‌ ମାନିବେ ପର୍ଯ୍ୟଟକ

ଆଜିଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ। ପ୍ରତି ବର୍ଷ ବର୍ଷାଋତୁରେ ଏହି ଅଭୟାରଣ୍ୟକୁ ବନ୍ଦ କରାଯାଇଥାଏ। କାରଣ ରାସ୍ତା ଖରାପ ହେଉଥିବାରୁ ସୃଷ୍ଟି ହୋଇଥାଏ ସମସ୍ୟା । ପ୍ରତି ବର୍ଷ ପରି ଏଥର ମଧ୍ୟ ବାରିପଦା ପଟରୁ ପିଠାବଟା ଗେଟ୍ ଓ ଯଶୀପୁର ପଟରୁ କାଳିଆମି ଗେଟ୍ ଦେଇ ପର୍ଯ୍ୟଟକମାନେ ଅଭୟାରଣ୍ୟ ଭିତରକୁ ପ୍ରବେଶ କରିପାରିବେ ।

Similipal National Park
ପର୍ଯ୍ୟଟକଙ୍କୁ ଡାକିଲାଣି ଶିମିଳିପାଳ

ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ.. ପ୍ରକୃତିର ଶୋଭାରାଜିକୁ ଉପଭୋଗ କରିପାରିବେ ପର୍ଯ୍ୟଟକ ଆଉ ରାତ୍ରୀଯାପନ ବି କରିପାରିବେ.. ଏଥର ସାଇକେଲରେ ବି ବୁଲିପାରିବେ..

Similipal National Park
ନଭେମ୍ବର ୧ରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିବ ଶିମିଳିପାଳ

ପର୍ଯ୍ୟଟକ ମାନଙ୍କ ପାଇଁ ଖୁସିର ଖବର । ଆସନ୍ତା ଏକ ତାରିଖରୁ ଖୋଲିବ ଶିମିଳିପାଳ ଅଭୟାରଣ୍ୟ । ପ୍ରତିବର୍ଷ ବର୍ଷା ଋତୁରେ ରାସ୍ତା ଖରାପ ହୋଇ ଯାଉଥିବା ଯୋଗୁଁ ପର୍ଯ୍ୟଟନ ପାଇଁ ବନ୍ଦ କରା ଯାଉଥିବା ଶିମିଳିପାଳ ଅଭୟାରଣ୍ୟକୁ ନଭେମ୍ବର ଏକ ତାରିଖରୁ ପର୍ଯ୍ୟଟକ ମାନଙ୍କୁ ଅନୁମତି ଦିଆଯିବ।