ତୁ ବି ଏଇ ଜଙ୍ଗଲର ମୁଁ ବି ଏଇ ଜଙ୍ଗଲର। ଅବଶ୍ୟ ଆମ ଧର୍ମ ଅଲଗା, ଆଉ ଖାଇବାର ଶୈଳୀ ଅଲଗା। ତଥାପି କାଇଁ କେଜାଣି ତୋ ସହ ସାଙ୍ଗ ହବାକୁ ଇଚ୍ଛା ହେଉଛି। ଡରନା... ମୁଁ ତତେ ଖାଇବିନି…।
ବାରିପଦା ଆରସିସିଏଫଙ୍କ ସୂଚନା ଅନୁଯାୟୀ, ଶିମିଳିପାଳ ଦକ୍ଷିଣ ୱାଇଲ୍ଡ ଲାଇଫ୍ ଡିଭିଜିନର ସ୍ପେଶାଲ ଏନଫୋର୍ସମେଣ୍ଟ ୱିଙ୍ଗ୍ ପକ୍ଷରୁ ଗତ ୧୨ ତାରିଖ ରାତିରେ ଏ ଚାରି ଜଣଙ୍କୁ ଗିରଫ ସହ ଏ ବାଘ ଛାଲକୁ ଜବତ କରାଯାଇଛି। ବାଘର ବୟସ ଦେଢ଼ ବର୍ଷ ହେବା ଅନୁମାନ କରାଯାଉଥିଲା ବେଳେ ବାଘଟି ଅଣ୍ଡିରା କି ମାଈ ସ୍ପଷ୍ଟ ହୋଇନାହିଁ।
ବନ୍ୟପ୍ରାଣୀ ପିସିସିଏଫ୍ କହିଛନ୍ତି, ଏଥର ତାକୁ ଦକ୍ଷିଣ ଶିମିଳିପାଳରେ ପୂର୍ବରୁ ଯମୁନା ପାଇଁ ତିଆରି ହୋଇଥିବା ଏନକ୍ଲୋଜରରେ ରଖାଯିବ। ଦୁଇ ତିନି ସପ୍ତାହ ଗତିବିଧି ଉପରେ ନଜର ରଖାଯାଇ, ସ୍ବଭାବରେ ସୁଧାର ଆସିବା ପରେ କୋର୍ ଏରିଆରେ ଛଡ଼ାଯିବ।
ଖୁବ କମ୍ ଦିନ ଭିତରେ ଶିମିଳିପାଳରେ ଆଉ ଗୋଟିଏ ବାଘୁଣୀ ଛଡ଼ା ଯିବା ପାଇଁ ବ୍ୟବସ୍ଥା କରାଯାଉଛି । ଲୋକଙ୍କ ସହମତିରେ ବାଘୁଣୀ ଛଡ଼ା ଯିବ ବୋଲି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ସୂଚନା ଦେଇଛନ୍ତି ।
ଅଗଷ୍ଟ ସୁଦ୍ଧା ଡେବ୍ରିଗଡ଼ ଓ ଅକ୍ଟୋବର ଶେଷ ସୁଦ୍ଧା ଶିମିଳିପାଳକୁ ଏଇ ୫ ନୂଆ ମହାବଳଙ୍କୁ ଅଣାଯିବ।
ଖାଦ୍ୟ ଅନ୍ୱେଷଣରେ ଶିମିଳିପାଳ ଅଭୟାରଣ୍ୟରୁ ବାଘଟି ସହର ଭିତରକୁ ପଶି ଆସିଥିବା କୁହାଯାଉଛି।
ଦୁଇବର୍ଷରେ ମହାବଳ ସଂଖ୍ୟା ୫୦ % ବୃଦ୍ଧି ପରେ ବନ ବିଭାଗର ନିଷ୍ପତ୍ତି । ଇନବ୍ରିଡିଂ ପାଇଁ ଶିମିଳିପାଳରେ କଳାବାଘ ସଂଖ୍ୟା ବୃଦ୍ଧିକୁ ନେଇ ଚିନ୍ତା ।
ଏସିଆ ମହାଦେଶର ସର୍ବବୃହତ୍ ଜୈବ ମଣ୍ଡଳ ଶିମିଳିପାଳ ଅଭୟାରଣ୍ୟ ନିକଟରେ ହେବ କଳା ବାଘ ସଫାରୀ।
ବିଶ୍ୱରେ ପ୍ରଥମ ଥର ପାଇଁ ଶିମିଳିପାଳ ନିକଟରେ ହେବ କଳାବାଘ ସଫାରୀ। ହେଲେ କେମିତି ହେବ ଏହାର ରୂପରେଖ ? ଇନ୍ ବ୍ରିଡିଂ ଯୋଗୁ କଳାବାଘଙ୍କ ସଂଖ୍ୟା ବଢ଼ୁଥିବା ବେଳେ ହ୍ରାସ ପାଉଥିବା ମହାବଳ ବଂଶକୁ କେମିତି ଦିଆଯିବ ସୁରକ୍ଷା ?
କେବଳ ମହାବଳ ନୁହେଁ, ରାଜ୍ୟରେ କଲରାପତରିଆ ବାଘ ବି ସଙ୍କଟରେ। ୨୦୧୮ରେ ଏନଟିସିଏ ରିପୋର୍ଟ ଅନୁସାରେ, ଦେଶରେ ମୋଟ ୧୨ ହଜାର ୮୫୨ଟି କଲରାପତରିଆ ଥିଲା ବେଳେ କେବଳ ଓଡ଼ିଶାରେ ଥିଲେ ୭୬୦ ।
ଓଡ଼ିଶାର ଶିମିଳିପାଳ ଅଭୟାରଣ୍ୟ ମହାବଳ ବାଘଙ୍କ ଉତ୍ତମ ପ୍ରଜନନ ସ୍ଥାନ ପାଲଟିଛି। ଏହାସତ୍ତ୍ୱେ ଶିମିଳିପାଳ ଅଭୟାରଣ୍ୟରେ କମି ଚାଲିଛି ବାଘଙ୍କ ସଂଖ୍ୟା।