ଗାଇଡଲାଇନ ଅନୁସାରେ ଶିକ୍ଷାନୁଷ୍ଠାନରେ ପ୍ଲାଷ୍ଟିକ୍ ବୋତଲ ବଦଳରେ ଅନ୍ୟ ପରିବେଶ ଉପଯୋଗୀ ଜିନିଷ ବ୍ୟବହର କରିବାନେଇ ନିର୍ଦ୍ଦେଶ ରହିଛି । କ୍ୟାମ୍ପସରେ ଥିବା କ୍ୟାଣ୍ଟିନ୍, ମାର୍କେଟ୍ କମ୍ପ୍ଲେକ୍ସ, ହଷ୍ଟେଲକୁ ଏକକ ବ୍ୟବହୃତ ପ୍ଲାଷ୍ଟିକ୍ ଆସିପାରିବ ନାହିଁ ।
ସିଙ୍ଗଲ ୟୁଜ୍ ପ୍ଲାଷ୍ଟିକ୍ ନିଷିଦ୍ଧ ଆଇନକୁ କଡ଼ାକଡ଼ି ଭାବେ ସାରା ରାଜ୍ୟରେ ଲାଗୁ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ପ୍ଲାଷ୍ଟିକ୍ ବର୍ଜ୍ୟର ପୁନଃ ବ୍ୟବହାର ଉପରେ ଗୁରୁତ୍ୱ ଆରୋପ କରାଯାଇଛି।
କେଉଁ କେଉଁ ସାମଗ୍ରୀ ବ୍ୟବହାର କରିପାରିବେ ନାହିଁ ?
ଗ୍ରାହକ ଓ ବ୍ୟବସାୟୀ କହିଲେ ଆଗ ବନ୍ଦ କର ଉତ୍ପାଦନ