ଛାତ୍ର ଜଣକ ବିଳମ୍ବରେ ପହଞ୍ଚିଥିଲା । ସେ ଶ୍ରେଣୀଗୃହକୁ ଯିବାକୁ ଚାହୁଁଥିଲା । ହେଲେ ଶିକ୍ଷକ ଜଣକ ଛାତ୍ରକୁ ଶ୍ରେଣୀଗୃହକୁ ଯିବାକୁ ବାରଣ କରି ପ୍ରାର୍ଥନାସଭାରେ ଉପସ୍ଥିତ ରହିବାକୁ କହିଥିଲେ ।
ବିଧାୟିକାଙ୍କ ରୂପ ଦେଖି ଇଞ୍ଜିନିୟର ବାବୁଙ୍କ ଅକଲ ଗୁଡୁମ୍ । ମାଡ଼ ଖାଇବା ପରେ ମଧ୍ୟ ଥାନାରେ କୌଣସି ଅଭିଯୋଗ ନାହିଁ ।
ଅନୁଗୁଳ JSPLକୁ ୨ କୋଟି ଟଙ୍କା ଜରିମାନା । ଭିଡିଓରୁ ଜାଣନ୍ତୁ କାହିଁକି ଗଣିଲେ ଜୋରିମାନା।